Matthew 16:22 — Compare Translations
7 translations compared side by side
Odia - 1840
"ତା'ପରେ ପିତର ଯୀଶୁଙ୍କୁ ଗୋଟିଏ ପାଖକୁ ଏକୁଟିଆ ଡାକି ନେଲେ ଓ ତାହାଙ୍କୁ ସମାଲୋଚନା କରି କହିଲେ, ହେ ପ୍ରଭୁ! ପରମେଶ୍ବର ଆପଣଙ୍କ ଉପରେ ଦୟା କରନ୍ତୁ। ଆପଣଙ୍କ ପାଇଁ ଏସବୁ ଘଟଣା ନଘଟୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ପିତର ତାହାଙ୍କୁ ଗୋଟିଏ ପାଖକୁ ଘେନିଯାଇ ଅନୁଯୋଗ କରି କହିବାକୁ ଲାଗିଲେ, ହେ ପ୍ରଭୁ, ଈଶ୍ଵର ଆପଣଙ୍କୁ ଦୟା କରନ୍ତୁ, ଏହା ଆପଣଙ୍କ ପ୍ରତି କେବେ ହେଁ ନ ଘଟୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ଯୀଶୁଙ୍କୁ ନିଭୃତକୁ ଡାକିନେଇ ଅନୁଯୋଗ କରି କହିଲେ, “ଈଶ୍ୱର ନ କରନ୍ତୁ, ପ୍ରଭୁ, ଆପଣଙ୍କ ପ୍ରତି ଏସବୁ କେବେ ନ ଘଟୁ।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ପିତର ଯୀଶୁଙ୍କୁ ଗୋଟିଏ ପାଖକୁ ଏକୁଟିଆ ଡାକି ନେଲେ ଓ ତାହାଙ୍କୁ ସମାଲୋଚନା କରି କହିଲେ, “ହେ ପ୍ରଭୁ! ପରମେଶ୍ୱର ଆପଣଙ୍କ ଉପରେ ଦୟା କରନ୍ତୁ। ଆପଣଙ୍କ ପାଇଁ ଏସବୁ ଘଟଣା ନ ଘଟୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ପିତର ତାହାଙ୍କୁ ଅନ୍ୟ ଆଡ଼କୁ ଘେନିଯାଇ ଅନୁଯୋଗ କରି କହିବାକୁ ଲାଗିଲେ, ହେ ପ୍ରଭୁ, ଈଶ୍ବର ଆପଣଙ୍କୁ ଦୟା କରନ୍ତୁ, ଏହା ଆପଣଙ୍କ ପ୍ରତି କେବେ ହେଁ ନ ଘଟୁ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ପିତର ତାହାଙ୍କୁ ଗୋଟିଏ ପାଖକୁ ଘେନିଯାଇ ଅନୁଯୋଗ କରି କହିବାକୁ ଲାଗିଲେ, ହେ ପ୍ରଭୁ, ଈଶ୍ୱର ଆପଣଙ୍କୁ ଦୟା କରନ୍ତୁ, ନା ପ୍ରଭୁ, ଏହା ଆପଣଙ୍କ ପ୍ରତି କେବେ ହେଁ ନ ଘଟୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಪೆದ್ರುನ್ ಜೆಜುಕ್ ಕಡೆಕ್ ಘೆವ್ನ್ ಗೆಲ್ಯಾನ್. ಅನಿ, “ಧನಿಯಾ, ದೆವ್ ಅಶೆ ಕರುನಸುಂದಿ. ಹೆ ಸಗ್ಳೆ ತುಕಾ ಹೊತಲೆಚ್ ನಕ್ಕೊ!” ಮನುನ್ ಜೊರ್ ಕರುಲಾಲೊ.