Matthew 16:24 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁ ତାହାଙ୍କର ଶିଷ୍ଯମାନଙ୍କୁ କହିଲେ, ଯଦି କହେି ଲୋକ ମାରେ ଅନୁସରଣ କରିବାକୁ ଇଚ୍ଛା କରୁଛି ତବେେ ସେ ନିଜ ବିଷୟ ରେ ଭୂଲିଯାଉ। ସେ ଲୋକକୁ ଦିଆଯାଇଥିବା ଯାତନାର କୃଶ ବହନ କରୁ। ତା'ପରେ ସେ ମାରେ ଅନୁସରଣ କରିବା ଉଚିତ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ଵୀକାର କରୁ, ପୁଣି ଆପଣା କ୍ରୁଶ ଘେନିମୋହର ଅନୁଗମନ କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତତ୍ପରେ ଯୀଶଉ ଶିଷ୍ୟମାନଙ୍କୁ କହିଲେ, “ଯେ କେହି ମୋ’ ସାଙ୍ଗରେ ଆସିବାକୁ ଚାହେଁ, ତାକୁ ଆମଫତ୍ୟାଗୀ ହୋଇ ନିଜର କ୍ରୁଶ ବହନ କରିବାକୁ ହେବ ଏବଂ ମୋ’ ପଛେ ପଛେ ଚାଲିବାକୁ ପଡ଼ିବ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ତାହାଙ୍କର ଶିଷ୍ୟମାନଙ୍କୁ କହିଲେ, “ଯଦି କେହି ଲୋକ ମୋର ଅନୁସରଣ କରିବାକୁ ଇଚ୍ଛା କରୁଛି, ତେବେ ସେ ନିଜ ବିଷୟରେ ଭୁଲିଯାଉ। ସେ ଲୋକକୁ ଦିଆଯାଇଥିବା ଯାତନାର କ୍ରୁଶ ବହନ କରୁ, ତା’ପରେ ସେ ମୋର ଅନୁସରଣ କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ಅಪ್ನಾಚ್ಯಾ ಶಿಸಾಕ್ನಿ, ಜೆ ಕೊನಾಕ್ ಮಾಜ್ಯಾ ವಾಂಗ್ಡಾ ಯೆವ್ಕ್ ಮನ್ ಹಾಯ್ ತರ್ ತೆನಿ ಅಪ್ನಾಕುಚ್ ಇಸ್ರುನ್, ಕಸ್ಟ್ ಸೊಸುಕ್ ಅನಿ ಮರುಕ್ ಸೈತ್ ತಯಾರ್ ರ್ಹಾವ್ಚೆ, ಅನಿ ಮಾಜ್ಯಾ ಫಾಟ್ನಾ ಯೆವ್ಚೆ.