Matthew 16:27 — Compare Translations
7 translations compared side by side
Odia - 1840
"ମନୁଷ୍ଯପୁତ୍ର ନିଜର ପିତାଙ୍କ ମହିମା ସହିତ ତାହାଙ୍କର ସ୍ବର୍ଗଦୂତମାନଙ୍କ ସଙ୍ଗେ ଆସିବେ। ସେ ସମୟରେ ମନୁଷ୍ଯପୁତ୍ର ପ୍ରେତ୍ୟକକ ଲୋକକୁ ତାର କର୍ମ ଅନୁସାରେ ଫଳ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମନିଷ୍ୟ ପୁତ୍ର ପିତା ଈଶ୍ୱରଙ୍କ ଦ୍ୱାରା ଗୌରବାନ୍ୱିତ ହୋଇ ସ୍ୱର୍ଗଦୂତମାନଙ୍କ ସହ ପୁନର୍ବାର ଆସିବେ। ସେତେବେଳେ ସେ ପ୍ରତ୍ୟେକକୁ ତା’ର କୃତକର୍ମ ଅନୁସରେ ଫଳ ଦେବେ।
Odia Bible ERV 2004 (ପବିତ୍ର ବାଇବଲ)
ମନୁଷ୍ୟପୁତ୍ର ନିଜର ପିତାଙ୍କ ମହିମା ସହିତ ତାହାଙ୍କର ସ୍ୱର୍ଗଦୂତମାନଙ୍କ ସଙ୍ଗେ ଆସିବେ। ସେ ସମୟରେ ମନୁଷ୍ୟପୁତ୍ର ପ୍ରତ୍ୟେକ ଲୋକକୁ ତା’ର କର୍ମ ଅନୁସାରେ ଫଳ ଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನ್ಸಾಚೊ ಲೆಕ್ ಅಪ್ನಾಚ್ಯಾ ಬಾಬಾಚ್ಯಾ ಮಹಿಮೆನ್ ಭರುನ್ ದೆವಾಚ್ಯಾ ದುತಾಂಚ್ಯಾ ವಾಂಗ್ಡಾ ಯೆತಲೊ ಹಾಯ್ ಅನಿ ತನ್ನಾ ತೊ ಸಗ್ಳ್ಯಾಕ್ನಿ ತೆಂಚ್ಯಾ ಕರ್ನಾಂಚ್ಯಾ ಪರ್ಕಾರ್ ತೆಂಕಾ-ತೆಂಕಾ ಭೊಮಾನ್ ದಿತಾ.