Matthew 16:28 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭକୁ ସତ୍ଯ କହୁଛି। ଏଠା ରେ କେତକେ ଲୋକ ଠିଆ ହାଇେଛନ୍ତି, ଯେଉଁମାନେ ସମାନଙ୍କେ ମୃତ୍ଯୁ ପୂର୍ବରୁ ମନୁଷ୍ଯ ପୁତ୍ରଙ୍କୁ ତାହାଙ୍କ ରାଜ୍ଯ ସହିତ ଆସୁଥିବାର ଦେଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ଵାଦ ପାଇବେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ତୁମ୍ଭମାନଙ୍କୁ ନିଶ୍ଚିତଭାବେ କହୁଛି, ମନୁଷ୍ୟ ପୁତ୍ର ରାଜା ହୋଇ ଆସିବା ପର୍ଯ୍ୟନ୍ତୁ ଏଠାରେ ଉପସ୍ଥିତ ଥିବା କେତେଜଣ ମୃତ୍ୟ ଭୋଗ କରିବେ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ସତ୍ୟ କହୁଛି, ଏଠାରେ କେତେକ ଲୋକ ଠିଆ ହୋଇଛନ୍ତି, ଯେଉଁମାନେ ସେମାନଙ୍କ ମୃତ୍ୟୁ ପୂର୍ବରୁ ମନୁଷ୍ୟପୁତ୍ରଙ୍କୁ ତାହାଙ୍କ ରାଜ୍ୟ ସହିତ ଆସୁଥିବାର ଦେଖିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଅାସ୍ୱାଦ ପାଇବେ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଅାସ୍ୱାଦ ପାଇବେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತುಮ್ಕಾ ಖರೆಚ್ ಸಾಂಗ್ತಾ, ಹಿತ್ತೆ ಹೊತ್ತೆ ಉಲ್ಲೆ ಜಾನಾ ಮಾನ್ಸಾಚೊ ಲೆಕ್ ಸಗ್ಳ್ಯಾಂಚೊ ರಾಜಾ ಹೊವ್ನ್ ಯೆತಲೆ ಬಗಟ್ಲ್ಯಾ ಶಿವಾಯ್ ಮರಿನ್ಯಾತ್. ಮನುನ್ ಸಾಂಗಟ್ಲ್ಯಾನ್.