Matthew 16:4 — Compare Translations

7 translations compared side by side

Odia - 1840
"ମନ୍ଦ ଓ ପାପୀ ଲୋକ ହିଁ ପ୍ରମାଣ ଚିହ୍ନ ସ୍ବରୂପ ଆଶ୍ଚର୍ୟ୍ଯକାର୍ୟ୍ଯ ଦେଖିବାକୁ ଚାହାଁନ୍ତୁ। ଏଭଳି ଲୋକଙ୍କୁ ୟୂନୁସଙ୍କ ଚ଼ିହ୍ନ ବ୍ଯତୀତ ଅନ୍ୟ କୌଣସି ଚ଼ିହ୍ନ ଦିଆୟିବ ନାହିଁ। ତାପରେ ଯୀଶୁ ସମାନଙ୍କେୁ ସଠାେରେ ଛାଡ଼ି ଚ଼ାଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଅନ୍ଵେଷଣ କରନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ । ପୁଣି, ସେ ସେମାନଙ୍କୁ ପରିତ୍ୟାଗ କରି ପ୍ରସ୍ଥାନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏ ଯୁଗର ଲୋକମାନେ କେଡ଼େ ଭ୍ରଷ୍ଟ ଓ ଈଶ୍ୱର ଅବିଶ୍ୱାସୀ! ତୁମେ ଗୋଟିଏ ଅଲୌକିକ କାର୍ଯ୍ୟ କରିବାରୁ କହୁଛ? କିନ୍ତୁ ଯୂନସଙ୍କ ଚୀବନରେ ଘଟିଥିବା ଆଶ୍ଚର୍ଯ୍ୟ କ୍ରିୟା ଛାଡ଼ା ଅନ୍ୟ କୌଣସି ଅଲୌକିକ କାର୍ଯ୍ୟ ତୁମେ ମୋ’ଠାରେ ଦେଖିବ ନାହିଁ।” ଏହା କହି ଯୀଶୁ ସେମାନଙ୍କୁ ଛାଡ଼ି ଜାଲିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ମନ୍ଦ ଓ ପାପୀ ଲୋକ ହିଁ ପ୍ରମାଣ ଚିହ୍ନ ସ୍ୱରୂପ ଆଶ୍ଚର୍ଯ୍ୟକାର୍ଯ୍ୟ ଦେଖିବାକୁ ଗ୍ଭହାନ୍ତି। ଏଭଳି ଲୋକଙ୍କୁ ଯୂନସଙ୍କ ଚିହ୍ନ ବ୍ୟତୀତ ଅନ୍ୟ କୌଣସି ଚିହ୍ନ ଦିଆ ଯିବ ନାହିଁ।” ତା’ପରେ ଯୀଶୁ ସେମାନଙ୍କୁ ସେଠାରେ ଛାଡ଼ି ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ।” ପୁଣି, ସେ ସେମାନଙ୍କୁ ପରିତ୍ୟାଗ କରି ଚାଲିଗଲେ।
Odia IRV 2017 (ଓଡିଆ ବାଇବେଲ)
ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ । ପୁଣି, ସେ ସେମାନଙ୍କୁ ପରିତ୍ୟାଗ କରି ଚାଲିଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯಾ ಕಾಲಾಚಿ ದೆವಸ್ಪಾನ್‍ನಸಲ್ಲಿ ಅನಿ ಬುರ್ಶಿ ಲೊಕಾ! ಮಾಜೆಕ್ಡೆ ವಿಚಿತ್ರ್ ಕಾಮ್ ಇಚಾರ್‍ತ್ಯಾತ್? ನಾ, ಹೆ ಕರುನ್ ದಾಕ್ವುಕ್ ಹೊಯ್ನಾ, ತುಮ್ಕಾ ಎಕುಚ್ ಎಕ್ ವಿಚಿತ್ರ್ ದಿಲ್ಲೆ ಹಾಯ್ ತೆ ಜೊನಾಚ್ಯಾ ಜಿವನಾತ್ಲೆ ವಿಚಿತ್ರ್. ಮನುನ್ ಜಬಾಬ್ ದಿಲ್ಯಾನ್, ತೆಚೆಸಾಟ್ನಿ ತೆನಿ ತೆಂಕಾ ಥೈಚ್ ಸೊಡ್ಲ್ಯಾನ್ ಅನಿ ಗೆಲೊ.