Matthew 16:5 — Compare Translations
7 translations compared side by side
Odia - 1840
"ଯୀଶୁଙ୍କ ଶିଷ୍ଯମାନେ ହ୍ରଦର ଅପର ପାଶର୍ବକୁ ଗଲେ। କିନ୍ତୁ ସମାନେେ ସାଙ୍ଗ ରେ ରୋଟୀ ନବୋକୁ ଭୁଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶିଷ୍ୟମାନେ ଅନ୍ୟ ପାରିରେ ପହଞ୍ଚି ଦେଖିଲେ ଯେ, ସେମାନେ ରୋଟୀ ନେବାକୁ ପାସୋରି ଯାଇଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶିଷ୍ୟମାନେ ହ୍ରଦ ଆରପାରିକୁ ଯିବା ସମୟରେ ରୋଟୀ ନେବକୁ ଭୁଲି ଯାଇଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ଅନୁସରଣକାରୀମାନେ ତାଙ୍କୁ ଭୁଲ୍ ବୁଝିଲେ ଯୀଶୁଙ୍କ ଶିଷ୍ୟମାନେ ହ୍ରଦର ଅପର ପାର୍ଶ୍ୱକୁ ଗଲେ। କିନ୍ତୁ ସେମାନେ ସାଙ୍ଗରେ ରୋଟୀ ନେବାକୁ ଭୁଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶିଷ୍ୟମାନେ ଅନ୍ୟ ପାରିରେ ପହଞ୍ଚି ଦେଖିଲେ ଯେ, ସେମାନେ ରୁଟି ନେବାକୁ ପାସୋରି ଯାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଶିଷ୍ୟମାନେ ଅନ୍ୟ ପାରିରେ ପହଞ୍ଚି ଦେଖିଲେ ଯେ, ସେମାନେ ରୁଟି ନେବାକୁ ପାସୋରି ଯାଇଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಸಮುಂದರಾಚ್ಯಾ ತಿಕುಲ್ಯಾ ದಂಡೆಕ್ ಜಾತಾನಾ ಶಿಸಾನಿ ಭಾಕ್ರಿ ಅಪ್ನಾಚ್ಯಾ ವಾಂಗ್ಡಾ ಘೆವ್ಕ್ ಇಸರಲ್ಲ್ಯಾನಿ.