Matthew 16:6 — Compare Translations

7 translations compared side by side

Odia - 1840
"ଯୀଶୁ ସମାନଙ୍କେୁ କହିଲେ, ସାବଧାନ ରୁହ। ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀରରୁ ତୁମ୍ଭମାନଙ୍କୁ ରକ୍ଷା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ କହିଲେ, ସତର୍କ ହୁଅ, ଫାରୁଶୀ ଓ ସାଦ୍ଦୂକୀମାନଙ୍କ ଖମୀରଠାରୁ ସାବଧାନ ହୋଇଥାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ କହିଲେ, “ସାବଧାନ, ଫାରୁଶୀ ଓ ସାଦ୍ଦୁକୀମାନଙ୍କର ଖମୀର ପ୍ରତି ସର୍ତକ ରୁହ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ କହିଲେ, “ସାବଧାନ ରୁହ! ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀରରୁ ତୁମ୍ଭମାନଙ୍କୁ ରକ୍ଷା କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ କହିଲେ, “ସତର୍କ ହୁଅ, ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀରଠାରୁ ସାବଧାନ ହୋଇଥାଅ।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ କହିଲେ, ସତର୍କ ହୁଅ, ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀରଠାରୁ ସାବଧାନ ହୋଇଥାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತೆಂಕಾ, “ಫಾರಿಜೆವಾಂಚ್ಯಾ ಅನಿ ಸಾದುಸೆವಾಂಚ್ಯಾ ಸೊಡ್ಯಾಚ್ಯಾ ವಿಶಯಾತ್ ಉಶ್ಯಾರ್ಕಿನ್‍ ರ್‍ಹಾವಾ.” ಮಟ್ಲ್ಯಾನ್.