Matthew 16:7 — Compare Translations
7 translations compared side by side
Odia - 1840
"ଶିଷ୍ଯମାନେ ନିଜ ନିଜ ଭିତ ରେ ଏହାର ଅର୍ଥ ବିଷୟ ରେ ଆଲୋଚନା କଲେ। ସମାନେେ କହିଲେ, ବୋଧହୁଏ ଆମ୍ଭେ ରୋଟୀ ନ ଆଣିଥିବାରୁ ସେ ଏପରି କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେମାନେ ପରସ୍ପର ମଧ୍ୟରେ ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭେମାନେ ରୋଟୀ ଆଣି ନାହୁଁ ବୋଲି ସେ ଏହା କହୁଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ନିଜ ନିଜ ଭିତରେ ଆଲୋଚନା କରି କହିଲେ, “ଆମେ ରୋଟୀ ଆଣି ନ ଥିବାରୁ ସେ ଏକଥା କହୁଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ଶିଷ୍ୟମାନେ ନିଜ ନିଜ ଭିତରେ ଏହାର ଅର୍ଥ ବିଷୟରେ ଆଲୋଚନା କଲେ। ସେମାନେ କହିଲେ, “ବୋଧହୁଏ ଆମ୍ଭେ ରୋଟୀ ନ ଆଣିଥିବାରୁ ସେ ଏପରି କହିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେମାନେ ପରସ୍ପର ମଧ୍ୟରେ ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭେମାନେ ରୁଟି ଆଣି ନାହୁଁ ବୋଲି ସେ ଏହା କହୁଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେମାନେ ପରସ୍ପର ମଧ୍ୟରେ ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭେମାନେ ରୁଟି ଆଣି ନାହୁଁ ବୋଲି ସେ ଏହା କହୁଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಶಿಸಾನಿ,“ಅಮ್ಚೆಕ್ಡೆ ಎಕ್ಬಿ ಭಾಕ್ರಿ ನಾ. ಮನುನ್ ತೊ ಅಶೆ ಮನುಲಾ ಕಾಯ್ಕಿ.” ಮನುನ್ ಅಪ್ನಾ-ಅಪ್ನಾ ಮದ್ದಿಚ್ ಬೊಲುಕ್ಲಾಗ್ಲ್ಯಾನಿ.