Matthew 16:9 — Compare Translations
7 translations compared side by side
Odia - 1840
"ଏବେ ସୁଦ୍ଧା ତୁମ୍ଭେ କ'ଣ ବୁଝି ପାରୁନ? ପାଞ୍ଚଟି ରୋଟୀକୁ ପାଞ୍ଚ ହଜାର ଲୋକ ଖାଇଥିବା କଥା ମନେ ପକାଅ। ଲୋକେ ଖାଇ ସାରିବା ପରେ ବଳକା ଅଂଶତକ ତୁମ୍ଭେ ଅନକେ ଟୋକଇେ ରେ ଭର୍ତ୍ତି କରିଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ବୁଝୁ ନାହଁ? ଅବା ସେହି ପାଞ୍ଚ ହଜାର ଲୋକଙ୍କ ପାଞ୍ଚୋଟି ରୋଟୀ, ଆଉ କେତେ ଟୋକାଇ ଉଠାଇଲ,
Odia BSI (ପବିତ୍ର ବାଇବଲ (CL) NT (BSI))
ଏ ପର୍ଯ୍ୟନ୍ତ କ’ଣ ବୁଝିପାରି ନାହିଁ? ପାଞ୍ଚ ହଜାର ଲୋକଙ୍କ ମଧ୍ୟରେ ମୁଁ ପାଞ୍ଚୋଟି ରୋଟୀ ବାଣ୍ଟିଥିବା କଥା କ’ଣ ତୁମର ମନେ ନାହିଁ? ସେତେବେଳେ କେତୋଟି ଟୋକେଇ ପୂର୍ଣ୍ଣ କରିଥିଲେ?
Odia Bible ERV 2004 (ପବିତ୍ର ବାଇବଲ)
ଏବେ ସୁଦ୍ଧା ତୁମ୍ଭେ କ’ଣ ବୁଝି ପାରୁନ? ପାଞ୍ଚୋଟି ରୋଟୀକୁ ପାଞ୍ଚ ହଜାର ଲୋକ ଖାଇଥିବା କଥା ମନେ ପକାଅ। ଲୋକେ ଖାଇ ସାରିବା ପରେ ବଳକା ଅଂଶତକ ତୁମ୍ଭେ ଅନେକ ଟୋକେଇରେ ଭର୍ତ୍ତି କରିଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ କଅଣ ଏପର୍ଯ୍ୟନ୍ତ ବୁଝୁ ନାହଁ? ଅବା ସେହି ପାଞ୍ଚ ହଜାର ଲୋକଙ୍କ ପାଞ୍ଚୋଟି ରୁଟି, ଆଉ କେତେ ଟୋକେଇ ଉଠାଇଲ,
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ କ'ଣ ଏପର୍ଯ୍ୟନ୍ତ ବୁଝୁ ନାହଁ? ଅବା ସେହି ପାଞ୍ଚ ହଜାର ଲୋକଙ୍କ ପାଞ୍ଚୋଟି ରୁଟି, ଆଉ କେତେ ଟୋକାଇ ଉଠାଇଲ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಕಾ ಅಜುನ್ಬಿ ಕಳಿನಾ ಕಾಯ್? ಮಿಯಾ ಪಾಚ್ ಭಾಕ್ರಿಯಾ ಪಾಚ್ ಹಜಾರ್ ಘೊಮನ್ಸಾಂಚ್ಯಾಸಾಟಿ ಮೊಡುನ್ ದಿಲ್ಲೊ ತನ್ನಾ ಕವ್ಡ್ಯಾ ಭುಟಿಯಾ ತುಮಿ ಭರಲ್ಲ್ಯಾಶಿ, ತುಮ್ಕಾ ಯಾದ್ ನಾ ಕಾಯ್?