Matthew 17:1 — Compare Translations

7 translations compared side by side

Odia - 1840
"ଛଅ ଦିନ ପରେ ଯୀଶୁ ପିତର, ଯାକୁବ ଓ ତାହାଙ୍କର ଭାଇ ଯୋହନଙ୍କୁ ସାଙ୍ଗ ରେ ନେଲେ ଓ ଗୋଟିଏ ଉଚ୍ଚ ପର୍ବତ ଉପରକୁ ଗଲେ। ସଠାେରେ ସମାନେେ ସମସ୍ତେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଛଅ ଦିନ ପରେ ଯୀଶୁ ପିତର, ଯାକୁବ ଓ ତାଙ୍କ ଭାଇ ଯୋହନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ସେମାନଙ୍କୁ ଗୋଟିଏ ଉଚ୍ଚ ପର୍ବତକୁ ନେଇଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଏହାର ଛଅ ଦିନ ପରେ ପିତର ଓ ଯାକୁବ, ଯୋହନ ଦୁଇ ଭାଇଙ୍କୁ ନେଇ ଗୋଟିଏ ଉଚ୍ଚ ପାହାଡ଼ ଉପରକୁ ଗଲେ। ସେଠାରେ ଅନ୍ୟ କେହି ନ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଓ ଏଲିୟଙ୍କ ସହିତ ଯୀଶୁ ଛଅ ଦିନ ପରେ ଯୀଶୁ ପିତର, ଯାକୁବ ଓ ତାହାଙ୍କର ଭାଇ ଯୋହନଙ୍କୁ ସାଙ୍ଗରେ ନେଲେ ଓ ଗୋଟିଏ ଉଚ୍ଚ ପର୍ବତ ଉପରକୁ ଗଲେ। ସେଠାରେ ସେମାନେ ସମସ୍ତେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଛଅ ଦିନ ପରେ ଯୀଶୁ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ସାଙ୍ଗରେ ନେଇ ପୃଥକ୍ କରି ଗୋଟିଏ ଉଚ୍ଚ ପର୍ବତକୁ ନେଇଗଲେ।
Odia IRV 2017 (ଓଡିଆ ବାଇବେଲ)
ଛଅ ଦିନ ପରେ ଯୀଶୁ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ସାଙ୍ଗରେ ନେଇ ପୃଥକ କରି ଗୋଟିଏ ଉଚ୍ଚ ପର୍ବତକୁ ନେଇଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಾ ದಿಸಾ ಹೊಲ್ಲ್ಯಾ ಮಾನಾ ಜೆಜು ಪೆದ್ರುಕ್, ಜಾಕೊಬಾಕ್ ಅನಿ ತೆಚ್ಯಾ ಭಾವಾಕ್ ಜುವಾಂವಾಕ್ ಘೆವ್ನ್ ಎಕ್ ಉಪ್ಪರ್ಲ್ಯಾ ಮಡ್ಡಿ ವರ್‍ತಿ ಗೆಲೊ. ಥೈ ತೆನಿ ಎವ್ಡೆಚ್ ಹೊತ್ತೆ.