Matthew 17:10 — Compare Translations

7 translations compared side by side

Odia - 1840
"ଯୀଶୁଙ୍କୁ ଶିଷ୍ଯମାନେ ପଚାରିଲେ, ତବେେ ଧର୍ମଶାସ୍ତ୍ରୀମାନେ କାହିଁକି କହୁଛନ୍ତି ଯେ ଖ୍ରୀଷ୍ଟଙ୍କ ପୂର୍ବରୁ ପ୍ରଥମେ ଏଲିୟ ନିଶ୍ଚୟ ଆସିବେ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ତେବେ ଶାସ୍ତ୍ରୀମାନେ କାହିଁକି କହନ୍ତି ଯେ, ପ୍ରଥମରେ ଅବଶ୍ୟ ଏଲୀୟଙ୍କର ଆଗମନ ହେବ?
Odia BSI (ପବିତ୍ର ବାଇବଲ (CL) NT (BSI))
ଶିଷ୍ୟମାନେ ଯୀଶୁଙ୍କ କଚାରିଲେ, ‘ଏଲିୟ ପ୍ରଥମେ ଆସିବେ ବୋଲି ଆମ ଧର୍ମଗୁରୁମାନେ କହିଁକି କହିଛନ୍ତି?”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କୁ ଶିଷ୍ୟମାନେ ପଗ୍ଭରିଲେ, “ତେବେ ଧର୍ମଶାସ୍ତ୍ରୀମାନେ କାହିଁକି କହୁଛନ୍ତି ଯେ, ଖ୍ରୀଷ୍ଟଙ୍କ ପୂର୍ବରୁ ପ୍ରଥମେ ଏଲିୟ ନିଶ୍ଚୟ ଆସିବେ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ତେବେ ଶାସ୍ତ୍ରୀମାନେ କାହିଁକି କହନ୍ତି ଯେ, ପ୍ରଥମରେ ଅବଶ୍ୟ ଏଲୀୟଙ୍କର ଆଗମନ ହେବ?
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ତେବେ ଶାସ୍ତ୍ରୀମାନେ କାହିଁକି କହନ୍ତି ଯେ, ପ୍ରଥମରେ ଅବଶ୍ୟ ଏଲିୟଙ୍କର ଆଗମନ ହେବ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಶಿಸಾನಿ ಜೆಜುಕ್,“ ಖಾಯ್ದೆ ಶಿಕ್ವುತಲೆ ಕ್ರಿಸ್ತ್ ಯೆವ್ಚ್ಯಾ ಅದ್ದಿ ಎಲಿಯಾನ್ ಯೆವ್ಕ್ ಪಾಜೆ ಮನುನ್ ಕಶ್ಯಾಕ್ ಸಾಂಗ್ತ್ಯಾತ್?” ಮನುನ್ ಇಚಾರ್‍ಲ್ಯಾನಿ.