Matthew 17:11 — Compare Translations

7 translations compared side by side

Odia - 1840
"ଯୀଶୁ ଉତ୍ତର ଦେଲେ, ସମାନେେ ଠିକ୍ କହିଛନ୍ତି ଯେ ଏଲିୟ ଆସୁଛନ୍ତି, ସେ ପ୍ରେତ୍ୟକକ ବସ୍ତୁକୁ ଠିକ୍ କ୍ରମ ରେ ରଖିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଉତ୍ତର ଦେଲେ, ଏଲୀୟ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତତ୍ତର ଦେଲେ, “ହଁ, ଏଲିୟ ପ୍ରଥମେ ଆସି ସମସ୍ତ ବିଷୟ ପ୍ରସ୍ତୁତ କରି ରଖିବା କଥା;
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଉତ୍ତର ଦେଲେ, “ସେମାନେ ଠି‌କ୍‌ କହିଛନ୍ତି ଯେ ଏଲିୟ ଆସୁଛନ୍ତି, ସେ ପ୍ରତ୍ୟେକ ବସ୍ତୁକୁ ଠି‌କ୍‌ କ୍ରମରେ ରଖିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଉତ୍ତର ଦେଲେ, “ଏଲୀୟ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ,
Odia IRV 2017 (ଓଡିଆ ବାଇବେଲ)
ସେ ଉତ୍ତର ଦେଲେ, ଏଲିୟ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್,“ ಎಲಿಯಾ ಅದ್ದಿ ಯೆತಲೆ ಖರೆ ಹಾಯ್, ಅನಿ ತೊ ಯೆವ್ನ್ ಸಗ್ಳೆ ತಯಾರ್ ಕರುನ್ ಥವ್ತಾ.