Matthew 17:12 — Compare Translations
7 translations compared side by side
Odia - 1840
"କିନ୍ତୁ ମୁଁ ତୁମ୍ଭକୁ କହି ଦେଉଛି ଯେ ଏଲିୟ ଆସି ସାରିଛନ୍ତି। ଲୋକମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ। ଲୋକମାନେ ଯାହା ଇଚ୍ଛା କଲେ, ତାହାଙ୍କୁ ସହେି ପ୍ରକାର ବ୍ଯବହାର କଲେ। ସହେିଭଳି ମନୁଷ୍ଯପୁତ୍ର ମଧ୍ଯ ସମାନଙ୍କେଠାରୁ ସହେି ପ୍ରକାର ଯାତନା ଭୋଗ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲୀୟ ତ ଆସି ସାରିଲେଣି, ମାତ୍ର ଲୋକ ତାହାଙ୍କୁ ନ ଚିହ୍ନି ଯାହା ଇଚ୍ଛା, ତାହା ହିଁ ତାହାଙ୍କ ପ୍ରତି କରିଅଛନ୍ତି । ସେହି ପ୍ରକାରେ ମନୁଷ୍ୟପୁତ୍ର ମଧ୍ୟ ସେମାନଙ୍କ ହସ୍ତରେ ଦୁଃଖଭୋଗ କରିବାକୁ ଯାଉଅଛନ୍ତି।।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଛି, ଏଲିୟ ଆମସି ସାରିଛନ୍ତି ଏବଂ ତାଙ୍କୁ ନ ଚିହ୍ନି ଲୋକେ ତାଙ୍କ ପ୍ରତି ଯାହା ଇଚ୍ଛା, ତାହା କରିଛନ୍ତି। ମନୁଷ୍ୟ ପୁତ୍ରଙ୍କ ପ୍ରତି ମଧ୍ୟ ସେମାନେ ସେହିପରି ଦୁର୍ବ୍ୟବହାର କରିବେ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ତୁମ୍ଭକୁ କହି ଦେଉଛି ଯେ, ଏଲିୟ ଆସି ସାରିଛନ୍ତି। ଲୋକମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ। ଲୋକମାନେ ଯାହା ଇଚ୍ଛା କଲେ, ତାହାଙ୍କୁ ସେହି ପ୍ରକାର ବ୍ୟବହାର କଲେ। ସେହିଭଳି ମନୁଷ୍ୟପୁତ୍ର ମଧ୍ୟ ସେମାନଙ୍କଠାରୁ ସେହି ପ୍ରକାର ଯାତନା ଭୋଗ କରିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲୀୟ ତ ଆସି ସାରିଲେଣି, ମାତ୍ର ଲୋକେ ତାହାଙ୍କୁ ନ ଚିହ୍ନି ଯାହା ଇଚ୍ଛା, ତାହା ହିଁ ତାହାଙ୍କ ପ୍ରତି କରିଅଛନ୍ତି। ସେହି ପ୍ରକାରେ ମନୁଷ୍ୟପୁତ୍ର ମଧ୍ୟ ସେମାନଙ୍କ ହାତରେ ଦୁଃଖଭୋଗ କରିବାକୁ ଯାଉଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଏଲିୟ ତ ଆସି ସାରିଲେଣି, ମାତ୍ର ଲୋକେ ତାହାଙ୍କୁ ନ ଚିହ୍ନି ଯାହା ଇଚ୍ଛା, ତାହା ହିଁ ତାହାଙ୍କ ପ୍ରତି କରିଅଛନ୍ତି । ସେହି ପ୍ରକାରେ ମନୁଷ୍ୟପୁତ୍ର ମଧ୍ୟ ସେମାନଙ୍କ ହାତରେ ଦୁଃଖଭୋଗ କରିବାକୁ ଯାଉଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಮಿಯಾ ತುಮ್ಕಾ ಸಾಂಗ್ತಾ, ಎಲಿಯಾ ಕನ್ನಾಕಿಚ್ ಯೆವ್ನ್ ಹೊಲೆ ಖರೆ ಲೊಕಾನಿ ತೆಕಾ ವಳ್ಕುಕ್ನ್ಯಾತ್. ತೆಂಚ್ಯಾ ಮನಾಕ್ ಯೆತಾ ತಸೆ ತೆಕಾ ತರಾಸ್ ದಿಲ್ಯಾನಿ, ತಸೆಚ್ ತೆನಿ ಮಾನ್ಸಾಚ್ಯಾ ಲೆಕಾಕ್ಬಿ ತರಾಸ್ ದಿತ್ಯಾತ್.”ಮನುನ್ ಸಾಂಗಟ್ಲ್ಯಾನ್.