Matthew 17:13 — Compare Translations
7 translations compared side by side
Odia - 1840
"ତା'ପରେ ତାହାଙ୍କର ଶିଷ୍ଯମାନେ ବୁଝି ପାରିଲେ ଯେ ଯୀଶୁ ଯେଉଁ ବାପ୍ତିଜକ ଯୋହନଙ୍କ ବିଷୟ ରେ ସମାନଙ୍କେୁ କହିଥିଲେ, ସେ ପ୍ରକୃତ ରେ ଏଲିୟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯେ ସେମାନଙ୍କୁ ବାପ୍ତିଜକ ଯୋହନଙ୍କ ବିଷୟରେ କହିଲେ, ଶିଷ୍ୟମାନେ ସେତେବେଳେ ତାହା ବୁଝିଲେ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ଶିଷ୍ୟମାନେ ବୁଝିପାରଲେ ଯେ, ଯୀଶୁ ଜଳଦୀକ୍ଷାଦାତା ଯୋହନଙ୍କ ବିଷୟରେ କହୁଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ତାହାଙ୍କର ଶିଷ୍ୟମାନେ ବୁଝି ପାରିଲେ ଯେ ଯୀଶୁ ଯେଉଁ ବାପ୍ତିଜକ ଯୋହନଙ୍କ ବିଷୟରେ ସେମାନଙ୍କୁ କହିଥିଲେ, ସେ ପ୍ରକୃତରେ ଏଲିୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯେ ସେମାନଙ୍କୁ ବାପ୍ତିଜକ ଯୋହନଙ୍କ ବିଷୟରେ କହିଲେ, ଶିଷ୍ୟମାନେ ସେତେବେଳେ ତାହା ବୁଝିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଯେ ସେମାନଙ୍କୁ ବାପ୍ତିଜକ ଯୋହନଙ୍କ ବିଷୟରେ କହିଲେ, ଶିଷ୍ୟମାନେ ସେତେବେଳେ ତାହା ବୁଝିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜು ಜುವಾಂವ್ ಬಾವ್ತಿಸಾಚ್ಯಾ ವಿಶಯಾತ್ ಬೊಲುಲಾ ಮನುನ್ ಶಿಸಾಕ್ನಿ ಕಳ್ಳೆ.