Matthew 17:15 — Compare Translations

7 translations compared side by side

Odia - 1840
"ସେ କହିଲା, ପ୍ରଭୁ, ମାରେ ପୁଅ ଉପରେ ଦୟା କର। ସେ ମୂର୍ଚ୍ଛା ରୋଗ ରେ ବଡ଼ କଷ୍ଟ ପାଉଛି। ଅନକେ ସମୟରେ ସେ ନିଆଁ ରେ କିମ୍ବା ପାଣି ରେ ପଡ଼ି ଯାଉଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପ୍ରଭୁ, ମୋହର ପୁଅକୁ ଦୟା କରନ୍ତୁ, କାରଣ ସେ ମୃଗୀରୋଗରେ ବଡ଼ କଷ୍ଟ ପାଉଅଛି, ଯେଣୁ ସେ ଥରକୁଥର ନିଆଁରେ ଓ ଥରକୁଥର ପାଣିରେ ପଡ଼ୁଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ପ୍ରଭୁ, ମୋ’ ପୁଅକୁ ଦୟା କରନ୍ତୁ। ମୂର୍ଚ୍ଛାରୋଗ ପ୍ରକୋପରେ ସେ ଅନେକ ଥର ନିଆଁ ବା ପାଣିରେ ପଡ଼ିଯାଏ।
Odia Bible ERV 2004 (ପବିତ୍ର ବାଇବଲ)
ସେ କହିଲା, “ପ୍ରଭୁ, ମୋର ପୁଅ ଉପରେ ଦୟା କର। ସେ ମୂର୍ଚ୍ଛା ରୋଗରେ ବଡ଼ କଷ୍ଟ ପାଉଛି। ଅନେକ ସମୟରେ ସେ ନିଆଁରେ କିମ୍ବା ପାଣିରେ ପଡ଼ି ଯାଉଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପ୍ରଭୁ, ମୋହର ପୁଅକୁ ଦୟା କରନ୍ତୁ, କାରଣ ସେ ମୂର୍ଚ୍ଛାରୋଗରେ ବଡ଼ କଷ୍ଟ ପାଉଅଛି, ଯେଣୁ ସେ ଥରକୁଥର ନିଆଁରେ ଓ ଥରକୁଥର ପାଣିରେ ପଡ଼ୁଅଛି।
Odia IRV 2017 (ଓଡିଆ ବାଇବେଲ)
ହେ ପ୍ରଭୁ, ମୋହର ପୁଅକୁ ଦୟା କରନ୍ତୁ, କାରଣ ସେ ମୂର୍ଚ୍ଛାରୋଗରେ ବଡ଼ କଷ୍ଟ ପାଉଅଛି, ଯେଣୁ ସେ ଥରକୁଥର ନିଆଁରେ ଓ ଥରକୁଥର ପାଣିରେ ପଡ଼ୁଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ,“ಧನಿಯಾ, ಮಾಜ್ಯಾ ಲೆಕಾಚಿ ದಯಾ ಕರ್! ತೆಕಾ ಫೆಪ್ರೆ ಯೆತಲೊ ರೊಗ್ ಹಾಯ್ ತೊ ಲೈ ತರಾಸ್ ಕರುನ್ ಘೆವ್ಲಾ, ಅನಿ ತನ್ನಾ-ತನ್ನಾ ತೊ ಪಾನಿಯಾತ್ ನಾಹೊಲ್ಯಾರ್ ಆಗಿತ್ ಪಡುನ್ಗೆತ್ ರ್‍ಹಾತಾ.