Matthew 17:16 — Compare Translations

7 translations compared side by side

Odia - 1840
"ମୁଁ ତାକୁ ତୁମ୍ଭ ଶିଷ୍ଯମାନଙ୍କ ପାଖକୁ ଆଣିଥିଲି। କିନ୍ତୁ ସମାନେେ ତାକୁ ସୁସ୍ଥ କରି ପାରିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆପଣଙ୍କ ଶିଷ୍ୟମାନଙ୍କ ନିକଟକୁ ତାହାକୁ ଆଣିଥିଲି, ମାତ୍ର ସେମାନେ ତାହାକୁ ସୁସ୍ଥ କରି ପାରିଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାକୁ ମୁଁ ଆପଣଙ୍କ ଶିଷ୍ୟମାନଙ୍କ ପାଖକୁ ଆଣିଥିଲି; କିନ୍ତୁ ସେମାନେ ତାକୁ ସୁସ୍ଥ କରି ପାରିଲେ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତାକୁ ତୁମ୍ଭ ଶିଷ୍ୟମାନଙ୍କ ପାଖକୁ ଆଣିଥିଲି, କିନ୍ତୁ ସେମାନେ ତାକୁ ସୁସ୍ଥ କରି ପାରିଲେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆପଣଙ୍କ ଶିଷ୍ୟମାନଙ୍କ ନିକଟକୁ ତାହାକୁ ଆଣିଥିଲି, ମାତ୍ର ସେମାନେ ତାହାକୁ ସୁସ୍ଥ କରିପାରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆପଣଙ୍କ ଶିଷ୍ୟମାନଙ୍କ ନିକଟକୁ ତାହାକୁ ଆଣିଥିଲି, ମାତ୍ର ସେମାନେ ତାହାକୁ ସୁସ୍ଥ କରି ପାରିଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ತೆಕಾ ತುಜ್ಯಾ ಶಿಸಾಂಚ್ಯಾಕ್ಡೆ ಘೆವ್ನ್ ಯಲ್ಲೊ, ಖರೆ ತೆಂಚೆನ್ ತೆಕಾ ಗುನ್ ಕರುಕ್ ಹೊವ್ಕ್ ನಾ” ಮಟ್ಲ್ಯಾನ್.