Matthew 17:18 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁ ପିଲାଟିର ଦହେ ଭିତ ରେ ରହିଥିବା ଭୂତଟିକୁ କଠାେର ଆଦେଶ ଦେଲେ। ଭୂତଟି ତା ଦହରେୁ ବାହାରି ଆସିଲା। ସହେି ମୁହୂର୍ତ୍ତ ରେ ପିଲାଟି ସୁସ୍ଥ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯୀଶୁ ଭୂତକୁ ଧମକାନ୍ତେ ସେ ତାହାଠାରୁ ବାହାରିଗଲା ଓ ବାଳକଟି ସେହି ଦଣ୍ତରୁ ସୁସ୍ଥ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ବାଳକ ବାଳକ ଭିତରେ ଥିବା ଭୂତକୁ ଯୀଶୁ ଧମକ ଦେଲ। ଭୂତ ତା’କୁ ଛାଡ଼ି ଚାଲିଗଲା ଏବଂ ସେହି ମୁହୂର୍ତ୍ତରେ ବାଳକଟି ସୁସ୍ଥ ହୋଇଗଲା।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ପିଲାଟିର ଦେହ ଭିତରେ ରହିଥିବା ଭୂତଟିକୁ କଠୋର ଆଦେଶ ଦେଲେ। ଭୂତଟି ତା ଦେହରୁ ବାହାରି ଆସିଲା, ସେହି ମୁହୂର୍ତ୍ତରେ ପିଲାଟି ସୁସ୍ଥ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯୀଶୁ ଭୂତକୁ ଧମକାନ୍ତେ ସେ ତାହାଠାରୁ ବାହାରିଗଲା ଓ ବାଳକଟି ସେହି ମୁହୂର୍ତ୍ତରୁ ସୁସ୍ଥ ହେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଯୀଶୁ ଭୂତକୁ ଧମକାନ୍ତେ ସେ ତାହାଠାରୁ ବାହାରିଗଲା ଓ ବାଳକଟି ସେହି ମୁହୂର୍ତ୍ତରୁ ସୁସ୍ଥ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ತ್ಯಾ ಗಿರ್ಯಾಕ್ ಭಾಯ್ರ್ ಯೆವ್ಕ್ ಸಾಂಗ್ಲ್ಯಾನ್ ಅನಿ ತೊ ಗಿರೊ ತ್ಯಾ ಪೊರಾತ್ನಾ ಭಾಯ್ರ್ ಗೆಲೊ, ಅನಿ ತಾಬೊಡ್ತೊಬ್ ತೊ ಪೊರ್ ಗುನ್ ಹೊಲೊ.