Matthew 17:19 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁଙ୍କ ଶିଷ୍ଯମାନେ ତାହାଙ୍କୁ ନିରୋଳା ରେ ଭଟେି ପଚାରିଲେ, ଆମ୍ଭମାନେେ ଭୂତକୁ ତଡ଼ିଦବୋକୁ କାହିଁକି ସକ୍ଷମ ହାଇେ ପାରିଲୁ ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ, ଶିଷ୍ୟମାନେ ଗୋପନରେ ଯୀଶୁଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ଶିଷ୍ୟମାନେ ଯୀଶୁଙ୍କୁ ଏକାନ୍ତରେ ଆସି ପଚାରିଲେ, “ଆମେ କାହିଁକି ସେହି ଭୂତକୁ ଛଡ଼ାଇ ପାରିଲୁନି?”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁଙ୍କ ଶିଷ୍ୟମାନେ ତାହାଙ୍କୁ ନିରୋଳାରେ ଭେଟି ପଗ୍ଭରିଲେ, “ଆମ୍ଭେମାନେ ଭୂତକୁ ତଡ଼ିଦେବାକୁ କାହିଁକି ସକ୍ଷମ ହୋଇ ପାରିଲୁ ନାହିଁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହାପରେ ଶିଷ୍ୟମାନେ ଗୋପନରେ ଯୀଶୁଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହାପରେ ଶିଷ୍ୟମାନେ ଗୋପନରେ ଯୀଶୁଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಶಿಸಾ ಕಡೆಕ್ ಯೆಲಿ ಅನಿ ಜೆಜುಕ್, “ಹ್ಯಾ ಗಿರ್ಯಾಕ್ ಅಮ್ಚ್ಯಾನ್ ಕಶ್ಯಾಕ್ ಸೊಡ್ವುಕ್ ಹೊವ್ಕ್ ನಾ?” ಮನುನ್ ಇಚಾರ್ಲ್ಯಾನಿ.