Matthew 17:2 — Compare Translations

7 translations compared side by side

Odia - 1840
"ସମାନଙ୍କେ ଆଗ ରେ ଯୀଶୁଙ୍କ ସ୍ବରୂପ ବଦଳିଗଲା। ତାହାଙ୍କର ମୁହଁ ସୂର୍ୟ୍ଯ ଭଳି ଝଲସି ଉଠିଲା। ତାହାଙ୍କର ପୋଷାକ ଆଲୋକ ଭଳି ଧଳା ଦଖାଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ସେମାନଙ୍କ ସାକ୍ଷାତରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ଵଳ ଓ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶିଷ୍ୟମାନେ ଦେଖୁ ଦେଖୁ ଯୀଶୁଙ୍କର ଗୋଟିଏ ଅପୂର୍ବ ପରିବର୍ତ୍ତନ ହେଲା। ତାଙ୍କ ମୁଖ ସୂର୍ଯ୍ୟପରି ଉଜ୍ଜ୍ୱଳ ହେଲା ଏବଂ ତାଙ୍କ ପୋଷାକ ଆଲୋକ ପରି ଶୁଭ୍ର ଦେଖାଗଲା।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ ଆଗରେ ଯୀଶୁଙ୍କ ସ୍ୱରୂପ ବଦଳିଗଲା। ତାହାଙ୍କର ମୁଖ ସୂର୍ଯ୍ୟ ଭଳି ଝଲସି ଉଠିଲା। ତାହାଙ୍କର ପୋଷାକ ଆଲୋକ ଭଳି ଧଳା ଦେଖାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ସେମାନଙ୍କ ଆଗରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ସେମାନଙ୍କ ଆଗରେ ରୂପାନ୍ତରିତ ହେଲେ; ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಬಗ್ತಾ-ಬಗ್ತಾನಾಚ್ ಜೆಜುಚೊ ರುಪ್ ಬದಲ್ಲೊ. ತೆಚೆ ತೊಂಡ್ ದಿಸಾಚ್ಯಾ ಸರ್ಕೆ ಹೊಳ್ವಳುಲಾಗಲ್ಲೆ. ಅನಿ ತೆಚೆ ಕಪ್ಡೆ ಫಾಂಡ್ರೆ ಖಡ್ಡೆ ಹೊಲೆ.