Matthew 17:20 — Compare Translations

7 translations compared side by side

Odia - 1840
"ଯୀଶୁ କହିଲେ, ତାହା କବଳେ ତୁମ୍ଭର ଅଳ୍ପ ବିଶ୍ବାସର ୟୋଗୁ ହେଲା। ମୁଁ ତୁମ୍ଭକୁ ସତ୍ଯ କହୁଛି। ତୁମ୍ଭର ଯଦି ଗୋଟିଏ ଶାରେିଷ ଦାନା ପରିମାଣର ମଧ୍ଯ ବିଶ୍ବାସ ଅଛି, ତବେେ ତୁମ୍ଭେ ଏହି ପର୍ବତକୁ କହିପାରିବ, 'ଏ ଜାଗାରୁ ସେ ଜାଗାକୁ ଚାଲିଯାଅ,' ଏବଂ ପର୍ବତ ଚାଲିୟିବ। ତୁମ୍ଭ ପାଇଁ କିଛି ଅସମ୍ଭବ ହାଇେ ରହିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ଅଳ୍ପ ବିଶ୍ଵାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷଦାନା ପରି ତୁମ୍ଭମାନଙ୍କର ବିଶ୍ଵାସ ଥାଏ, ତାହାହେଲେ ଏହି ପର୍ବତକୁ ‘ଏଠାରୁ ସେଠାକୁ ଘୁଞ୍ଚିଯାʼ ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ତୁମ୍ଭମାନଙ୍କ ବିଶ୍ୱାସ ଖୁବ୍ ଦୁର୍ବଳ। ମୁଁ ତୁମ୍ଭମାନଙ୍କୁ ଦୃଢ଼ ଭାବରେ କହୁଛି, ଯଦି ଗୋଟିଏ ସୋରିଷ ପରିମାଣରେ ତୁମର ବିଶ୍ୱାଦସ ଥାଏ, ଏହି ପାହାଡ଼କୁ ଏଠାରୁ ସେଠାକୁ ଘୁଞ୍ଚି ଯିବାକୁ କହିଲେ, ତାହା ଘୁଞ୍ଚି ଯିବ। ବିଶ୍ୱାସ ବଳରେ ତୁମେ ସବୁ କରିପାରିବ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ତାହା କେବଳ ତୁମ୍ଭର ଅଳ୍ପ ବିଶ୍ୱାସର ଯୋଗୁଁ ହେଲା। ମୁଁ ତୁମ୍ଭକୁ ସତ୍ୟ କହୁଛି, ତୁମ୍ଭର ଯଦି ଗୋଟିଏ ସୋରିଷ ଦାନା ପରିମାଣର ମଧ୍ୟ ବିଶ୍ୱାସ ଅଛି, ତେବେ ତୁମ୍ଭେ ଏହି ପର୍ବତକୁ କହିପାରିବ, ‘ଏ ଜାଗାରୁ ସେ ଜାଗାକୁ ଗ୍ଭଲିଯାଅ,’ ଏବଂ ପର୍ବତ ଗ୍ଭଲିଯିବ। ତୁମ୍ଭ ପାଇଁ କିଛି ଅସମ୍ଭବ ହୋଇ ରହିବ ନାହିଁ।’’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ଅଳ୍ପ ବିଶ୍ୱାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ପର୍ବତକୁ ‘ଏଠାରୁ ସେଠାକୁ ଘୁଞ୍ଚିଯା’ ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ଅଳ୍ପ ବିଶ୍ୱାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ପର୍ବତକୁ 'ଏଠାରୁ ସେଠାକୁ ଘୁଞ୍ଚିଯା' ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್, “ವಿಶ್ವಾಸ್ ಕಮಿ ಹೊತ್ತ್ಯಾಕ್ ತುಮ್ಕಾ ಸೊಡ್ಸುಕ್ ಹೊವ್ಕ್ ನಾ. ಮಿಯಾ ತುಮ್ಕಾ ಖರೆಚ್ ಸಾಂಗ್ತಾ, ಎಕ್ ಸಾಸಾವಾಚ್ಯಾ ಭ್ಹಿಂಯಾ ತವ್ಡೊ ವಿಶ್ವಾಸ್ ತುಮ್ಕಾ ರ್‍ಹಾಲ್ಯಾರ್ ತುಮಿ ಹ್ಯಾ ಮಡ್ಡಿಕ್ ಹಿತ್ನಾ-ಥೈ ಜಾವ್ನ್ ರ್‍ಹಾ! ಮನುನ್ ಸಾಂಗಟ್ಲ್ಯಾರ್ ತಿ ಜಾತಾ, ತುಮಿ ಕಾಯ್ ಪಾಜೆ ತೆ ಕರುಕ್ ಹೊತಾ,” ಮನುನ್ ಸಾಂಗಟ್ಲ್ಯಾನ್.

Recommended Reading