Matthew 17:22 — Compare Translations
7 translations compared side by side
Odia - 1840
"ତା'ପରେ ଗାଲୀଲୀ ରେ ଶିଷ୍ଯମାନେ ଏକାଠି ହବୋପରେ ଯୀଶୁ ସମାନଙ୍କେୁ କହିଲେ, ମନୁଷ୍ଯପୁତ୍ରଙ୍କୁ ମନୁଷ୍ଯମାନେ ହିଁ ଧରିନବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେମାନେ ଗାଲିଲୀରେ ଏକତ୍ର ହେବା ସମୟରେ ଯୀଶୁ ସେମାନଙ୍କୁ କହିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି,
Odia BSI (ପବିତ୍ର ବାଇବଲ (CL) NT (BSI))
ଶିଷ୍ୟମାନେ ସମସ୍ତେ ଗାଲିଲୀରେ ଏକତ୍ରିତ ଷଡବା ପରେ ଯୀଶୁ ସେମାନଙ୍କୁ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ନିଜ ମୃତ୍ୟୁ ବିଷୟରେ ଯୀଶୁ କହନ୍ତି ତା’ପରେ ଗାଲିଲୀରେ ଶିଷ୍ୟମାନେ ଏକାଠି ହେବାପରେ ଯୀଶୁ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ରଙ୍କୁ ମନୁଷ୍ୟମାନେ ହିଁ ଧରିନେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ଗାଲିଲୀରେ ଏକତ୍ର ହେବା ସମୟରେ ଯୀଶୁ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ଗାଲିଲୀରେ ଏକତ୍ର ହେବା ସମୟରେ ଯୀଶୁ ସେମାନଙ୍କୁ କହିଲେ, ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳಿ ಶಿಸಾ ಗಾಲಿಲಿಯಾತ್ ಎಕಾಕ್ಡೆ ಯೆವ್ನ್ ಗೊಳಾ ಹೊಲ್ಲ್ಯಾ ತನ್ನಾ, ಜೆಜುನ್ ತೆಂಕಾ, “ಮಾನ್ಸಾಚ್ಯಾ ಲೆಕಾಕ್ ಲೊಕಾಂಚ್ಯಾ ಹಾತಿತ್ ಧರುನ್ ದಿತಲೆ ಹಾಯ್.