Matthew 17:23 — Compare Translations
7 translations compared side by side
Odia - 1840
"ସମାନେେ ତାହାଙ୍କୁ ମାରି ଦବେେ। କିନ୍ତୁ ସେ ମୃତ୍ଯୁରୁ ତୃତୀୟ ଦିନ ବଞ୍ଚି ଉଠିବେ। ଯୀଶୁଙ୍କୁ ମାରି ଦିଆୟିବ ବୋଲି ଖବର ଶୁଣି ତାହାଙ୍କ ଶିଷ୍ଯମାନେ ବହୁତ ମନଦୁଃଖ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ତାହାଙ୍କୁ ବଧ କରିବେ, ଆଉ ତୃତୀୟ ଦିବସରେ ସେ ଉତ୍ଥିତ ହେବେ । ଏଥିରେ ସେମାନେ ଅତ୍ୟ; ଦୁଃଖିତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଯେଉଁ ଲୋକମାନେ ମନୁଷ୍ୟ ପୁତ୍ରଙ୍କୁ ହତ୍ୟା କରିବେ, ସେମାନେ ହାତରେ ସମର୍ପିତ ହେବାକୁ ସେ ଏବେ ଯାଇଉନ୍ତି, କିନ୍ତୁ ତିନି ଦିନ ପରେ ସେ ପୁନର୍ଜୀବିତ ହେବେ।”
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତାହାଙ୍କୁ ମାରିଦେବେ, କିନ୍ତୁ ସେ ମୃତ୍ୟୁରୁ ତୃତୀୟ ଦିନ ବଞ୍ଚି ଉଠିବେ।” ଯୀଶୁଙ୍କୁ ମାରି ଦିଆଯିବ ବୋଲି ଖବର ଶୁଣି ତାହାଙ୍କ ଶିଷ୍ୟମାନେ ବହୁତ ମନଦୁଃଖ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ତୃତୀୟ ଦିବସରେ ସେ ଉଠିବେ। ଏଥିରେ ସେମାନେ ଅତ୍ୟନ୍ତ ଦୁଃଖିତ ହେଲେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ତୃତୀୟ ଦିବସରେ ସେ ଉଠିବେ । ଏଥିରେ ସେମାନେ ଅତ୍ୟନ୍ତ ଦୁଃଖିତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತೆಕಾ ಜಿವಾನಿ ಮಾರ್ತ್ಯಾತ್, ಖರೆ ತಿನ್ ದಿಸಾ ಹೊಲ್ಲ್ಯಾ ಮಾನಾ ತೊ ಝಿತ್ತೊ ಹೊವ್ನ್ ಉಟುನ್ ಯೆತಾ.” ಮನುನ್ ಸಾಂಗಟ್ಲ್ಯಾನ್. ತನ್ನಾ ಶಿಸಾಕ್ನಿ ಲೈ ಬೆಜಾರ್ ಹೊಲೊ.