Matthew 17:24 — Compare Translations
7 translations compared side by side
Odia - 1840
"ଯୀଶୁ ଓ ତାହାଙ୍କ ଶିଷ୍ଯମାନେ କଫର୍ନାହୂମକୁ ଗଲେ। କଫର୍ନାହୂମ ରେ କେତକେ ଲୋକ ପିତରଙ୍କ ପାଖକୁ ଆସିଲେ। ଯେଉଁମାନେ ମନ୍ଦିରର କର ଆଦାୟ କରନ୍ତି, ସମାନେେ ସହେି ଲୋକ ଥିଲେ। ସମାନେେ ପଚାରିଲେ, ତୁମ୍ଭର ଗୁରୁ ମନ୍ଦିରର 'ଦୁଇ-ଡ୍ରକ୍ମା' କର ଦିଅନ୍ତି କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିମଧ୍ୟରେ ସେମାନେ କଫର୍ନାହୂମକୁ ଆସନ୍ତେ, ମନ୍ଦିରର କରଆଦାୟକାରୀ ଲୋକେ ପିତରଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭମାନଙ୍କର ଗୁରୁ କଅଣ ମନ୍ଦିରର କର ଦିଅନ୍ତି ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଓ ତାଙ୍କ ଶିଷ୍ୟମାନେ କପର୍ନାହୂମକୁ ଆସିବା ପରେ ମନ୍ଦିର-ଶୁଲ୍କ ଦିଅନ୍ତି କି?”
Odia Bible ERV 2004 (ପବିତ୍ର ବାଇବଲ)
କର ଦେବା ବିଷୟରେ ଯୀଶୁଙ୍କ ଉପଦେଶ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ କଫର୍ନାହୂମକୁ ଗଲେ। କଫର୍ନାହୂମରେ କେତେକ ଲୋକ ପିତରଙ୍କ ପାଖକୁ ଆସିଲେ। ଯେଉଁମାନେ ମନ୍ଦିରର କରଆଦାୟ କରନ୍ତି, ସେମାନେ ସେହି ଲୋକ ଥିଲେ। ସେମାନେ ପଗ୍ଭରିଲେ, “ତୁମ୍ଭର ଗୁରୁ ମନ୍ଦିରର ‘ଦୁଇ-ଡ୍ରକ୍ମା’ କର ଦିଅନ୍ତି କି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ସେମାନେ କଫର୍ନାହୂମ ନଗରକୁ ଆସନ୍ତେ ମନ୍ଦିରର କର ଆଦାୟକାରୀ ଲୋକେ ପିତରଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭମାନଙ୍କର ଗୁରୁ କଅଣ ମନ୍ଦିରର କର ଦିଅନ୍ତି ନାହିଁ?
Odia IRV 2017 (ଓଡିଆ ବାଇବେଲ)
ଏଥିମଧ୍ୟରେ ସେମାନେ କଫର୍ନାହୂମକୁ ଆସନ୍ତେ ମନ୍ଦିରର କର ଆଦାୟକାରୀ ଲୋକେ ପିତରଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭମାନଙ୍କର ଗୁରୁ କ'ଣ ମନ୍ଦିରର କର ଦିଅନ୍ତି ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಅನಿ ತೆಚಿ ಶಿಸಾ ಕಪರ್ನವ್ ಮನ್ತಲ್ಯಾ ಗಾವಾಕ್ ಯೆಲ್ಲ್ಯಾ ತನ್ನಾ, ದೆವಾಚ್ಯಾ ಗುಡಿಚಿ ತೆರ್ಗಿ ವಸುಲ್ ಕರ್ತಲೆ ಪೆದ್ರುಕ್ಡೆ ಯೆಲೆ. ಅನಿ, ಗುರುಜಿ. ದೆವಾಚ್ಯಾ ಗುಡಿಚಿ ತೆರ್ಗಿ ಭರಿನಾ ಮನಿ ಕಾಯ್ ಮನುನ್ ಇಚಾರ್ಲ್ಯಾನಿ.