Matthew 17:26 — Compare Translations
7 translations compared side by side
Odia - 1840
"ପିତର ଉତ୍ତର ଦେଲେ, ରାଜାମାନେ ଅନ୍ୟମାନଙ୍କର ସନ୍ତାନ ସନ୍ତତିଙ୍କଠାରୁ କର ଆଦାୟ କରନ୍ତି। ଯୀଶୁ ତାହାଙ୍କୁ କହିଲେ, ତାର ଅର୍ଥ ରାଜାଙ୍କ ସନ୍ତାନମାନଙ୍କୁ କର ଦବୋକୁ ପଡ଼ନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ବିଦେଶୀମାନଙ୍କଠାରୁ ବୋଲି କହନ୍ତେ, ଯୀଶୁ ତାଙ୍କୁ କହିଲେ, ତେବେ ତ ପୁତ୍ରମାନେ ମୁକ୍ତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର କହିଲେ, “ବିଦେଶୀମାନେ”। ଯୀଶୁ କହିଲେ, “ତା’ମନେ ରାଜ୍ୟର ପ୍ରଜାମାନେ କର ଭାରରୁ ମୁକ୍ତି?
Odia Bible ERV 2004 (ପବିତ୍ର ବାଇବଲ)
ପିତର ଉତ୍ତର ଦେଲେ, “ରାଜାମାନେ ଅନ୍ୟମାନଙ୍କର ସନ୍ତାନସନ୍ତତିଙ୍କଠାରୁ କରଆଦାୟ କରନ୍ତି।” ଯୀଶୁ ତାହାଙ୍କୁ କହିଲେ, “ତା’ର ଅର୍ଥ ରାଜାଙ୍କ ସନ୍ତାନମାନଙ୍କୁ କର ଦେବାକୁ ପଡ଼େ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ବିଦେଶୀମାନଙ୍କଠାରୁ ବୋଲି କହନ୍ତେ ଯୀଶୁ ତାହାଙ୍କୁ କହିଲେ, “ତେବେ ତ ପୁତ୍ରମାନେ ମୁକ୍ତ।
Odia IRV 2017 (ଓଡିଆ ବାଇବେଲ)
ସେ ବିଦେଶୀମାନଙ୍କଠାରୁ ବୋଲି କହନ୍ତେ ଯୀଶୁ ତାହାଙ୍କୁ କହିଲେ, ତେବେ ତ ପୁତ୍ରମାନେ ମୁକ୍ତ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಪೆದ್ರುನ್, “ದುಸ್ರ್ಯಾ ದೆಸಾಚ್ಯಾ ಲೊಕಾನಿ.” ಮನುನ್ ಜಬಾಬ್ ದಿಲ್ಯಾನ್. ತನ್ನಾ ಜೆಜುನ್, “ತಸೆ ಜಾಲ್ಯಾರ್, ಹ್ಯಾ ದೆಸಾತ್ಲ್ಯಾನಿ ತೆರ್ಗಿ ಭರ್ತಲೆ ನಾ ಮನುನ್ ಹೊಲೆ.