Matthew 17:3 — Compare Translations

7 translations compared side by side

Odia - 1840
"ହଠାତ୍ ସେ ସ୍ଥାନ ରେ ଦୁଇଜଣ ବ୍ଯକ୍ତି ଆସି ଯୀଶୁଙ୍କ ସହିତ କଥାବାର୍ତ୍ତା ହେଲେ। ସମାନେେ ଏଲିୟ ଓ ମାଶାେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଦେଖ, ମୋଶା ଓ ଏଲୀୟ ତାହାଙ୍କ ସହିତ କଥାବାର୍ତ୍ତା କରୁଥିବା ସେମାନଙ୍କୁ ଦେଖାଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋଶା ଓ ଏଲିୟ ଯୀଶୁଙ୍କ ସାଙ୍ଗରେ କଥାବାର୍ତ୍ତା ହେଉଥିବା ଶିଷ୍ୟମାନେ ଦେଖିଲେ।
Odia Bible ERV 2004 (ପବିତ୍ର ବାଇବଲ)
ହଠାତ୍ ସେ ସ୍ଥାନରେ ଦୁଇଜଣ ବ୍ୟକ୍ତି ଆସି ଯୀଶୁଙ୍କ ସହିତ କଥାବାର୍ତ୍ତା ହେଲେ। ସେମାନେ ଏଲିୟ ଓ ମୋଶା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦେଖ, ମୋଶା ଓ ଏଲୀୟ ତାହାଙ୍କ ସହିତ କଥାବାର୍ତ୍ତା କରୁଥିବା ସେମାନଙ୍କୁ ଦେଖାଗଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦେଖ, ମୋଶା ଓ ଏଲିୟ ତାହାଙ୍କ ସହିତ କଥାବାର୍ତ୍ତା କରୁଥିବା ସେମାନଙ୍କୁ ଦେଖାଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತಿನಿಬಿ ಶಿಸಾನಿ ಮೊಯ್ಜೆ ಅನಿ ಎಲಿಯಾ ಜೆಜುಕ್ಡೆ ಬೊಲ್ತಲೆ ಬಗಟ್ಲ್ಯಾನಿ.