Matthew 17:5 — Compare Translations

7 translations compared side by side

Odia - 1840
"ପିତର ଏକଥା କହୁଥିବା ବେଳେ ଗୋଟିଏ ଉଜ୍ଜ୍ବଳ ମେଘଖଣ୍ଡ ଆସି ସମାନଙ୍କେୁ ଢ଼ାଙ୍କି ଦଲୋ। ମେଘମଧ୍ଯରୁ ଆକାଶବାଣୀ ହେଲା, ଏ ହେଉଛନ୍ତି ମାରେ ପୁତ୍ର ଯାହାଙ୍କୁ ମୁଁ ପ୍ ରମେ କରେ। ତାହାଙ୍କ ଉପରେ ମୁଁ ବହୁତ ସନ୍ତୁଷ୍ଟ। ତୁମ୍ଭେ ତାହାଙ୍କ କଥା ମାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏହି କଥା କହୁ କହୁ, ଦେଖ, ଖଣ୍ତେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ, ଏହାଙ୍କ ବାକ୍ୟ ଶ୍ରବଣ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ପିତର ଏହା କହିବାବେଳେ ଗୋଟିଏ ଉଜ୍ଜଳ ମେଘ ସେମାନେ ମୁଣ୍ଡ ଉପରକୁ ଭାସି ଆସିଲାଓ ସେଥରୁ ଗେଟିଏ ସ୍ୱର ଶୁଭିଲା, “ଏ ମୋର ପ୍ରୟ ପୁତ୍ର, ଏହାଙ୍କଠାରେ ମୁଁ ଅତ୍ୟନ୍ତ ପ୍ରୀତ। ତାଙ୍କ କଥା ମନଦେଇ ଶୁଣ।”
Odia Bible ERV 2004 (ପବିତ୍ର ବାଇବଲ)
ପିତର ଏ କଥା କହୁଥିବା ବେଳେ ଗୋଟିଏ ଉଜ୍ଜ୍ୱଳ ମେଘଖଣ୍ଡ ଆସି ସେମାନଙ୍କୁ ଢାଙ୍କି ଦେଲା। ମେଘମଧ୍ୟରୁ ଆକାଶବାଣୀ ହେଲା, “ଏ ହେଉଛନ୍ତି ମୋର ପୁତ୍ର ଯାହାଙ୍କୁ ମୁଁ ପ୍ରେମ କରେ। ତାହାଙ୍କ ଉପରେ ମୁଁ ବହୁତ ସନ୍ତୁଷ୍ଟ। ତୁମ୍ଭେ ତାହାଙ୍କ କଥା ମାନ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏହି କଥା କହୁ କହୁ, ଦେଖ, ଖଣ୍ଡେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ ଏହାଙ୍କ ବାକ୍ୟ ଶୁଣ।”
Odia IRV 2017 (ଓଡିଆ ବାଇବେଲ)
ସେ ଏହି କଥା କହୁ କହୁ, ଦେଖ, ଖଣ୍ଡେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, "ଏ ଆମ୍ଭର ପ୍ରିୟ ପୁତ୍ର ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ" ଏହାଙ୍କ ବାକ୍ୟ ଶୁଣ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಬೊಲ್ತಾ-ಬೊಲ್ತಾನಾಚ್ ತೆಂಚೆ ವರ್‍ತಿ ಫಾಂಡ್ರೆ ಮೊಡ್ ಯೆಲೆ ಅನಿ ತೆಂಕಾ ಧಾಪ್ಲ್ಯಾನ್. ಅನಿ ತ್ಯಾ ಮೊಡಾತ್ನಾ“ಹ್ಯೊ ಮಾಜೊ ಅಪುರ್‍ಬಾಯೆಚೊ ಲೆಕ್, ಮಾಜ್ಯಾ ಮನಾ ಸರ್ಕೊ, ತೆನಿ ಸಾಂಗ್ತಲೆ ತುಮಿ ಆಯ್ಕಾ!” ಮನುನ್ ಬೊಲ್ತಲೊ ಧನ್ ಆಯ್ಕೊ ಯೆಲೊ.