Matthew 17:6 — Compare Translations
7 translations compared side by side
Odia - 1840
"ଯୀଶୁଙ୍କ ଶିଷ୍ଯମାନେ ଏକଥା ଶୁଣି ଅଧିକ ଭୟଭୀତ ହାଇେ ପଡିଲେ। ସମାନେେ ଭୂଇଁ ଉପରେ ପଡିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ଶୁଣି ଶିଷ୍ୟମାନେ ମୁହଁ ମାଡ଼ି ପଡ଼ିଗଲେ ଓ ଅତିଶୟ ଭୀତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଶିଷ୍ୟମାନେ ସେହି ସ୍ୱର ଶୁଣି ଏଡ଼େଆତଙ୍କିତ ହେଲେ ଯେ ସେମାନେ ଭୂମିରେ ମୁହଁମାଡ଼ି ପଡ଼ିଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ଶିଷ୍ୟମାନେ ଏ କଥା ଶୁଣି ଅଧିକ ଭୟଭୀତ ହୋଇ ପଡ଼ିଲେ। ସେମାନେ ଭୂଇଁ ଉପରେ ପଡ଼ିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ଶୁଣି ଶିଷ୍ୟମାନେ ମୁହଁ ମାଡ଼ି ପଡ଼ିଗଲେ ଓ ଅତିଶୟ ଭୀତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହା ଶୁଣି ଶିଷ୍ୟମାନେ ମୁହଁ ମାଡ଼ି ପଡ଼ିଗଲେ ଓ ଅତିଶୟ ଭୀତ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹ್ಯೊ ಧನ್ ಆಯ್ಕುನ್ ಶಿಸಾ ವಾಯ್ಟ್ ಭಿಂಯಾಲೆ, ಅನಿ ತೆನಿ ಜಮ್ನಿ ವರ್ತಿ ಡಬ್ ಪಡ್ಲ್ಯಾನಿ.