Matthew 17:9 — Compare Translations
7 translations compared side by side
Odia - 1840
"ଯୀଶୁ ଓ ଶିଷ୍ଯମାନେ ପର୍ବତ ଉପରୁ ତଳକୁ ଓହ୍ଲାଉଥିଲେ। ଯୀଶୁ ଶିଷ୍ଯମାନଙ୍କୁ ଆଦେଶ ଦେଲେ, ପର୍ବତ ଉପରେ ତୁମ୍ଭମାନେେ ଯାହାସବୁ ଦେଖିଲ, ତାହା କାହାକୁ କହିବ ନାହିଁ। ମନୁଷ୍ଯପୁତ୍ର ମୃତ୍ଯୁରୁ ପୁନର୍ଜୀବିତ ହବୋ ପର୍ୟ୍ଯନ୍ତ ଅପେକ୍ଷା କର। ତା'ପରେ ତୁମ୍ଭେ ଯାହା ସବୁ ଦେଖିଛ, ତାହା ଲୋକଙ୍କ ଆଗ ରେ କହିପାର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ପର୍ବତରୁ ଓହ୍ଳାଇବା ସମୟରେ ଯୀଶୁ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ମନୁଷ୍ୟପୁତ୍ର ମୃତମାନଙ୍କ ମଧ୍ୟରୁ ଉତ୍ଥିତ ନ ହେବା ପର୍ଯ୍ୟନ୍ତ ଏ ଦର୍ଶନର କଥା କାହାରିକି କୁହ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ପାହାଡ଼ରୁ ଉହ୍ଲଇ ଆସିଲାବେଳେ ଯୀଶୁ ସେମାନଙ୍କୁ ଆସେଶ ଦେଇ କହିଲେ, “ମନୁଷ୍ୟ ପୁତ୍ର ମୃତ୍ୟରୁ ପୁନରୁତ୍ଥିତ ହେବା ପର୍ଯ୍ୟନ୍ତ ଏହି ଦର୍ଶନ କଥା ତୁମେ କାହାକୁ କୁହ ନାହିଁ।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଓ ଶିଷ୍ୟମାନେ ପର୍ବତ ଉପରୁ ତଳକୁ ଓହ୍ଲାଉଥିଲେ। ଯୀଶୁ ଶିଷ୍ୟମାନଙ୍କୁ ଆଦେଶ ଦେଲେ, “ପର୍ବତ ଉପରେ ତୁମ୍ଭେମାନେ ଯାହାସବୁ ଦେଖିଲ, ତାହା କାହାକୁ କହିବ ନାହିଁ। ମନୁଷ୍ୟପୁତ୍ର ମୃତ୍ୟୁରୁ ପୁନର୍ଜୀବିତ ହେବା ପର୍ଯ୍ୟନ୍ତ ଅପେକ୍ଷା କର। ତା’ପରେ ତୁମ୍ଭେ ଯାହାସବୁ ଦେଖିଛ, ତାହା ଲୋକଙ୍କ ଆଗରେ କହିପାର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ପର୍ବତରୁ ଓହ୍ଲାଇବା ସମୟରେ ଯୀଶୁ ସେମାନଙ୍କୁ ଆଜ୍ଞା ଦେଇ କହିଲେ, “ମନୁଷ୍ୟପୁତ୍ର ମୃତମାନଙ୍କ ମଧ୍ୟରୁ ନ ଉଠିବା ପର୍ଯ୍ୟନ୍ତ ଏ ଦର୍ଶନର କଥା କାହାରିକୁ କୁହ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ସେମାନେ ପର୍ବତରୁ ଓହ୍ଲାଇବା ସମୟରେ ଯୀଶୁ ସେମାନଙ୍କୁ ଆଜ୍ଞା ଦେଇ କହିଲେ, ମନୁଷ୍ୟପୁତ୍ର ମୃତମାନଙ୍କ ମଧ୍ୟରୁ ନ ଉଠିବା ପର୍ଯ୍ୟନ୍ତ ଏ ଦର୍ଶନର କଥା କାହାରିକୁ କୁହ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಮಡ್ಡಿ ವೈನಾ ಉತ್ರುನ್ ಯೆತಾನಾ, ತುಮಿ ಮಡ್ಡಿ ವರ್ತಿ ಬಗಟಲ್ಲೆ, ಮಾನ್ಸಾಚೊ ಲೆಕ್ ಮರುನ್ ಝಿತ್ತೊ ಹೊಯ್ ಪತರ್ ಕೊನಾಕ್ಬಿ ಸಾಂಗುನಕಾಸಿ ಮನುನ್ ತಾಕಿತ್ ದಿಲ್ಯಾನ್.