Matthew 18:1 — Compare Translations
7 translations compared side by side
Odia - 1840
"ସହେି ସମୟରେ ଶିଷ୍ଯମାନେ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, ସ୍ବର୍ଗରାଜ୍ଯ ରେ ସବୁଠାରୁ ଶ୍ ରେଷ୍ଠ କିଏ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସି ପଚାରିଲେ, ତେବେ ସ୍ଵର୍ଗରାଜ୍ୟରେ କିଏ ଶ୍ରେଷ୍ଠ?
Odia BSI (ପବିତ୍ର ବାଇବଲ (CL) NT (BSI))
ଦିନେ ଶିଷ୍ୟମାନେ ଯୀଶୁଙ୍କୁ ପଚାରିଲେ, “ସ୍ୱର୍ଗରାଜ୍ୟରେ ସବୁଠାରୁ ବଡ଼ କିଏ?”
Odia Bible ERV 2004 (ପବିତ୍ର ବାଇବଲ)
ସବୁଠାରୁ ଶ୍ରେଷ୍ଠ କିଏ ସେହି ସମୟରେ ଶିଷ୍ୟମାନେ ଯୀଶୁଙ୍କ ନିକଟକୁ ଆସି ପଗ୍ଭରିଲେ, “ସ୍ୱର୍ଗରାଜ୍ୟରେ ସବୁଠାରୁ ଶ୍ରେଷ୍ଠ କିଏ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତେବେ ସ୍ୱର୍ଗରାଜ୍ୟରେ କିଏ ଶ୍ରେଷ୍ଠ?
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତେବେ ସ୍ୱର୍ଗରାଜ୍ୟରେ କିଏ ଶ୍ରେଷ୍ଠ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಶಿಸಾ ಜೆಜುಕ್ಡೆ ಯೆಲಿ, ಅನಿ, “ಸರ್ಗಾಚ್ಯಾ ರಾಜಾತ್ ಕೊನ್ ಮೊಟೊ?” ಮನುನ್ ಇಚಾರ್ಲ್ಯಾನಿ.