Matthew 18:10 — Compare Translations

7 translations compared side by side

Odia - 1840
"ସାବଧାନ ଏହି େଛାଟ ପିଲାମାନଙ୍କ ମଧ୍ଯରୁ କାହାହିକୁ ତୁଚ୍ଛ ମନେ କରନାହିଁ। ଏହି ପିଲାମାନଙ୍କ ପାଇଁ ସ୍ବର୍ଗ ରେ ଦୂତମାନେ ଅଛନ୍ତି। ଏବଂ ସହେି ଦୂତମାନେ ସ୍ବର୍ଗ ରେ ମାରେ ପରମପିତାଙ୍କ ସହିତ ସଦାସର୍ବଦେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ଵର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ଵର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଏହି ନଗଣ୍ୟମାନଙ୍କ ମଧ୍ୟରୁ ଜଣକୁ ହେଲେ ତୁଚ୍ଛ ମନେକର ନାହିଁ। ମୁଁ ତୁମ୍ଭମାନଙ୍କୁ କହୁଛି, ଏମାନଙ୍କ ଯତ୍ନ ନେଉଥିବା ସ୍ୱର୍ଗଦୂତମାନେ ସର୍ବଦା ମୋ’ ପିତା ଈଶ୍ୱରଙ୍କ ନିକଟରେ ଅଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ହଜିଥିବା ମେଣ୍ଢାର ଦୃଷ୍ଟାନ୍ତ କହିଲେ “ସାବଧାନ ଏହି ଛୋଟ ପିଲାମାନଙ୍କ ମଧ୍ୟରୁ କାହାରିକୁ ତୁଚ୍ଛ ମନେ କର ନାହିଁ। ଏହି ପିଲାମାନଙ୍କ ପାଇଁ ସ୍ୱର୍ଗରେ ଦୂତମାନେ ଅଛନ୍ତି। ଏବଂ ସେହି ଦୂତମାନେ ସ୍ୱର୍ଗରେ ମୋର ପରମପିତାଙ୍କ ସହିତ ସଦାସର୍ବଦା ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಅಬಕಾ, ಹ್ಯಾ ಬಾರಿಕ್ಲ್ಯಾತ್ಲ್ಯಾ ಕೊನಾಕ್ಬಿ ತುಮಿ ಕಿಮ್ಮತ್‍ನಾ ಮನುನ್ ಯವ್ಜುನಕಾಶಿ. ಮಿಯಾ ತುಮ್ಕಾ ಸಾಂಗ್ತಾ ತೆಂಚೆಸಾಟ್ನಿ ಮನುನ್ ಹೊತ್ತಿ ದೆವಾಚಿ ದುತಾ ಕನ್ನಾಬಿ ಸರ್‍ಗಾರ್ ಬಾಬಾಚ್ಯಾ ಇದ್ರಾಕುಚ್ ಹಾತ್.