Matthew 18:11 — Compare Translations
7 translations compared side by side
Odia - 1840
"ଯେଉଁମାନେ ହଜିଯାଇଛନ୍ତ ମନୁଷ୍ଯପୁତ୍ର ସମାନଙ୍କେୁ ଉଦ୍ଧାର କରିବା ପାଇଁ ଆସିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
[କାରଣ ଯାହା ହଜିଅଛି, ତାହା ରକ୍ଷା କରିବା ନିମନ୍ତେ ମନୁଷ୍ୟପୁତ୍ର ଆସିଅଛନ୍ତି ।]
Odia BSI (ପବିତ୍ର ବାଇବଲ (CL) NT (BSI))
(“କାରଣ ପଥଭ୍ରଷ୍ଟ ଲୋକମାନଙ୍କୁ ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଛନ୍ତି।)
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ହଜିଯାଇଛନ୍ତି ମନୁଷ୍ୟପୁତ୍ର ସେମାନଙ୍କୁ ଉଦ୍ଧାର କରିବା ପାଇଁ ଆସିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
[କାରଣ ଯାହା ହଜିଅଛି, ତାହା ରକ୍ଷା କରିବା ନିମନ୍ତେ ମନୁଷ୍ୟପୁତ୍ର ଆସିଅଛନ୍ତି।]
Odia IRV 2017 (ଓଡିଆ ବାଇବେଲ)
[କାରଣ ଯାହା ହଜିଅଛି, ତାହା ରକ୍ଷା କରିବା ନିମନ୍ତେ ମନୁଷ୍ୟପୁତ୍ର ଆସିଅଛନ୍ତି ।]
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನ್ಸಾಚೊ ಲೆಕ್ ಕಳ್ದುನ್ ಗೆಲ್ಲ್ಯಾಕ್ನಿ ಬಚಾವ್ ಕರುಕ್ ಮನುನ್ ಯೆಲಾ”