Matthew 18:13 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭକୁ ସତ୍ଯ କହୁଛି। ଯଦି ସେ ମେଣ୍ଢାଟି ଖାଜେି ପାଇଯାଏ ତବେେ ନହଜିଥିବା ଅନେଶ୍ବତ ମେଣ୍ଢାଙ୍କ ଅପେକ୍ଷା ମିଳିଯାଇଥିବା ମେଣ୍ଢା ପାଇଁ ସେ ଅଧିକ ଖୁସି ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯଦି ସେ ତାହାକୁ ପାଏ, ତାହା ହେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଅନେଶ୍ଵତଟି ବଣା ହୋଇ ନ ଥିଲେ, ସେମାନଙ୍କ ଅପେକ୍ଷା ଏହି ଗୋଟିକ ଲାଗି ସେ ଅଧିକ ଆନନ୍ଦ କରେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେତେବେଳେ ସେ ତାକୁ ପାଏ, ହଜି ନ ଥିବା ଅନେଶତଟି ମେଣ୍ଢା ପାଇଁ ତା’ର ଯେତିକି ଆନନ୍ଦ, ଏହି ଗୋଟିକ ମେଣ୍ଢା ପାଇଁ ତା’ଠାରୁ ଅଧିକ ଆନନ୍ଦିତ ହୁଏ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ସତ୍ୟ କହୁଛି। ଯଦି ସେ ମେଣ୍ଢାଟି ଖୋଜି ପାଇଯାଏ ତେବେ ନ ହଜିଥିବା ଅନେଶ୍ୱତ ମେଣ୍ଢାଙ୍କ ଅପେକ୍ଷା ମିଳିଯାଇଥିବା ମେଣ୍ଢା ପାଇଁ ସେ ଅଧିକ ଖୁସୀ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯଦି ସେ ତାହାକୁ ପାଏ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଅନେଶତଟି ହଜି ଯାଇ ନ ଥିଲେ, ସେମାନଙ୍କ ଅପେକ୍ଷା ଏହି ଗୋଟିକ ଲାଗି ସେ ଅଧିକ ଆନନ୍ଦ କରେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯଦି ସେ ତାହାକୁ ପାଏ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି,ଯେଉଁ ଅନେଶତଟି ହଜି ଯାଇ ନ ଥିଲେ, ସେମାନଙ୍କ ଅପେକ୍ଷା ଏହି ଗୋଟିକ ଲାଗି ସେ ଅଧିକ ଆନନ୍ଦ କରେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಖರೆಚ್ ಸಾಂಗ್ತಾ,ತೆಕಾ ತೆ ಬಕ್ರೆ ಗಾವಲ್ಲ್ಯಾ ತನ್ನಾ, ಹುರಲ್ಲ್ಯಾ ನ್ಹವದಾರ್ ನ್ಹವ್ ಬಕ್ರ್ಯಾಂಚ್ಯಾನ್ಕಿ ಹೆ ಕಳ್ದಲ್ಲೆ ಎಕ್ ಬಕ್ರೆ ಗಾವಲ್ಲ್ಯಾ ಸಾಟ್ನಿ ತೊ ಲೈ ಮಟ್ಲ್ಯಾರ್ ಲೈ ಕುಶಿ ಹೊತಾ.