Matthew 18:15 — Compare Translations
7 translations compared side by side
Odia - 1840
"ତୁମ୍ଭର କହେି ଭାଇ ଯଦି ତୁମ୍ଭ ବିରୁଦ୍ଧ ରେ ଭୁଲ୍ କାମ କରେ, ତବେେ ସେ ଏକାକୀ ଥିବା ବେଳେ ତା' ନିକଟକୁ ଯାଇ ତାର ଭୁଲ୍ ବିଷୟ ରେ କୁହ। ଯଦି ସେ ତୁମ୍ଭ କଥା ଶୁଣେ, ତବେେ ତୁମ୍ଭେ ତାକୁ ପୁଣି ଥରେ ତୁମ୍ଭର ଭାଇ ହାଇେ ରହିବାକୁ ସାହାୟ୍ଯ କଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇକି ଲାଭ କଲ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଜଣେ ଭାଇ ଯଦି ତୁମ ବିରୁଦ୍ଧରେ କିଛି ଦୋଷ କରେ, ତା’ ପାଖକୁ ଯାଇ ତା’ର ଦୋଷ ତାକୁ ଦେଖାଇ ଦିଅ। କିନ୍ତୁ ତୁମେ ଦୁଇଜଣ ଏକାକୀ ଥିବା ବେଳେ ଏହା ଗୋପନରେ କର। ଯଦି ସେ ତୁମ କଥା ଶୁଣେ, ତୁମ ଭାଇକୁ ତୁମେ ଫେରି ପାଇବ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଜଣେ ଲୋକ ତୁମ୍ଭକୁ ଆଘାତ କରେ “ତୁମ୍ଭର କେହି ଭାଇ ଯଦି ତୁମ୍ଭ ବିରୁଦ୍ଧରେ ଭୁଲ୍ କାମ କରେ, ତେବେ ସେ ଏକାକୀ ଥିବା ବେଳେ ତା’ ନିକଟକୁ ଯାଇ ତା’ର ଭୁଲ୍ ବିଷୟରେ କୁହ। ଯଦି ସେ ତୁମ୍ଭ କଥା ଶୁଣେ, ତେବେ ତୁମ୍ଭେ ତାକୁ ପୁଣି ଥରେ ତୁମ୍ଭର ଭାଇ ହୋଇ ରହିବାକୁ ସାହାଯ୍ୟ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ।
Odia IRV 2017 (ଓଡିଆ ବାଇବେଲ)
ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜರ್ ತರ್ ಎಕ್ ಭಾವಾನ್, ತುಮ್ಚ್ಯಾ ವಿರೊದ್ ಜಾವ್ನ್ ಪಾಪ್ ಕರ್ಲ್ಯಾರ್, ತೆಕಾ ಕಡೆಕ್ ಬಲ್ವುನ್ ಘೆವ್ನ್ ತೆಚಿ ಚುಕ್ ತೆಕಾ ದಾಕ್ವುನ್ ದಿವಾ, ತೆನಿ ತುಮಿ ಸಾಂಗಲ್ಲೆ ಆಯಿಕ್ಲ್ಯಾನ್ ತರ್ ತಿಯಾ ತುಜ್ಯಾ ಭಾವಾಕ್ ಜಿಕ್ಲ್ಯಾ ಸರ್ಕೆ ಹೊತಾ.