Matthew 18:16 — Compare Translations
7 translations compared side by side
Odia - 1840
"ଯଦି ସେ ଲୋକ କିଛି ଶୁଣିବାକୁ ମନା କରିଦିଏ ତବେେ ଜଣେ ବା ଦୁଇ ଜଣ ଲୋକଙ୍କୁ ନଇେ ପୁଣି ଥରେ ତା' ପାଖକୁ ଯାଅ। ତବେେ ଯାହା କିଛି କୁହା ଯାଇଛି, ଦୁଇ ବା ତିନିଜଣ ସାକ୍ଷୀଙ୍କ ଦ୍ବାରା ତାହା ସମର୍ଥିତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯଦି ସେ ନ ଶୁଣେ, ତାହାହେଲେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣଙ୍କୁ ଘେନିଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି ସେ ଶୁଣେ ନାହିଁ, ଜଣେ ବା ଦୁଇ ଜଣ ଲୋକଙ୍କୁ ନେଇ ତା’ ପାଖକୁ ଯାଅ। ଆମ ଶାସ୍ତ୍ରର ବ୍ୟବସ୍ଥା ଅନୁଯାୟୀ, “ଜଣେ ବା ଦୁଇଜଣ ସାକ୍ଷୀଙ୍କ ମୁହଁରେ ତୁମ ଅଭିଯୋଗ ସତ୍ୟ ବୋଲି ପ୍ରମାଣିତ ହେଉ।”
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେ ଲୋକ କିଛି ଶୁଣିବାକୁ ମନା କରିଦିଏ ତେବେ ଜଣେ ବା ଦୁଇଜଣ ଲୋକଙ୍କୁ ନେଇ ପୁଣି ଥରେ ତା’ ପାଖକୁ ଯାଅ। ତେବେ ଯାହାକିଛି କୁହାଯାଇଛି, ଦୁଇ ବା ତିନି ଜଣ ସାକ୍ଷୀଙ୍କ ଦ୍ୱାରା ତାହା ସମର୍ଥିତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯଦି ସେ ନ ଶୁଣେ, ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ନେଇ ଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯଦି ସେ ନ ଶୁଣେ, ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ନେଇ ଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜರ್ ತೊ ತುಮಿ ಸಾಂಗಟಲ್ಲ್ಯಾ ಗೊಸ್ಟಿಕ್ ಆಯ್ಕಿನಸ್ಲ್ಯಾರ್ ತರ್ ಎಕ್ ದೊಗೆ ಜಾನಾಕ್ನಿ ತುಮ್ಚ್ಯಾ ವಾಂಗ್ಡಾ ಬಲ್ವುನ್ ಘೆವ್ನ್ ಜಾಂವಾ, ಅನಿ ತೆಕಾ ಸಾಂಗಾ, ಕಶ್ಯಾಕ್ ಮಟ್ಲ್ಯಾರ್, ಖಲ್ಯಾಬಿ ಚುಕೆಕ್ ದೊಗೆ ಜಾನಾ ಸಾಕ್ಷಿ ರ್ಹಾಲ್ಯಾರ್ ತಿ ಚುಕ್ ಖರಿ ಮನುನ್ ಮಾನುನ್ ಘೆವ್ಕ್ ಹೊತಾ. ಮನುನ್ ಪವಿತ್ರ್ ಪುಸ್ತಕ್ ಸಾಂಗ್ತಾ.