Matthew 18:19 — Compare Translations
7 translations compared side by side
Odia - 1840
"ମୁଁ ତୁମ୍ଭକୁ ପୁଣି କହୁଛି ଯେ, ଏ ଜଗତ ରେ ଯଦି ତୁମ୍ଭ ଭିତରୁ କହେି ଦୁଇଜଣ ଏକମତ ହାଇେ ସ୍ବର୍ଗ ରେ ରହୁଥିବା ମାରେ ପରମପିତାଙ୍କୁ କିଛି ମାଗିବେ, ତବେେ ସେ ତାହା ତୁମ୍ଭ ପାଇଁ ପୂରଣ କରି ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟରେ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ଵର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
“କେବଳ ସେତିକି ନୁହେଁ, ଯେତେବେଳେ ତୁମ ମଧ୍ୟରୁ ଦୁଇଜଣ ଯେ କୌଣସି ବିଷୟରେ ଏକମତ ହୋଇ ସେଥିପାଇଁ ପ୍ରାର୍ଥନା କରିବ, ମୋର ସ୍ୱର୍ଗସ୍ଥ ପିତା ତୁମର ସେହି ଇଚ୍ଛା ପୂରଣ କରିବେ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ପୁଣି କହୁଛି ଯେ, ଏ ଜଗତରେ ଯଦି ତୁମ୍ଭ ଭିତରୁ କେହି ଦୁଇଜଣ ଏକମତ ହୋଇ ସ୍ୱର୍ଗରେ ରହୁଥିବା ମୋର ପରମପିତାଙ୍କୁ କିଛି ମାଗିବେ, ତେବେ ସେ ତାହା ତୁମ୍ଭ ପାଇଁ ପୂରଣ କରିଦେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ୱର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ।
Odia IRV 2017 (ଓଡିଆ ବାଇବେଲ)
ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ୱର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಅನಿ ಜಾಸ್ತಿಚೆ ಮಿಯಾ ತುಮ್ಕಾ ಖರೆಚ್ ಸಾಂಗುಚೆ ಜಾಲ್ಯಾರ್, ಹ್ಯಾ ಜಗಾತ್ ಕನ್ನಾಬಿ ತುಮಿ ದೊಗೆ ಜಾನಾ ಎಕುಚ್ ಮನಾಚೆ ಹೊವ್ನ್ ಕಸ್ಲ್ಯಾಸಾಟ್ನಿಬಿ ಮಾಗ್ನಿ ಕರ್ಲ್ಯಾರ್, ಸರ್ಗಾ ವರ್ತಿಬಿ ಮಾಜೊ ಸರ್ಗಾ ವೈಲೊ ಬಾಬಾ ತೆ ತುಮ್ಕಾ ಕರುನ್ ದಿತಾ.