Matthew 18:20 — Compare Translations

7 translations compared side by side

Odia - 1840
"ଏକଥା ସତ୍ଯ। କାରଣ ଯେଉଁଠା ରେ, ମାେ ନାମ ରେ ବିଶ୍ବାସ କରୁଥିବା ଦୁଇତିନି ଜଣ ଲୋକ ଏକାଠି ହୁଅନ୍ତି, ମୁଁ ମଠାେ ରେ ସମାନଙ୍କେ ସହିତ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋʼ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
“କାରଣ ଯେଉଁ ଦୁଇ ବା ତତୋଧିକ ଲୋକ ମୋ’ ନାମରେ ଏକତ୍ରିତ ହୁଅନ୍ତି, ମୁଁ ସେଠାରେ ବିଦ୍ୟମାନ ଥାଏ।”
Odia Bible ERV 2004 (ପବିତ୍ର ବାଇବଲ)
ଏ କଥା ସତ୍ୟ। କାରଣ ଯେଉଁଠାରେ, ମୋ’ ନାମରେ ବିଶ୍ୱାସ କରୁଥିବା ଦୁଇତିନି ଜଣ ଲୋକ ଏକାଠି ହୁଅନ୍ତି, ମୁଁ ସେଠାରେ ସେମାନଙ୍କ ସହିତ ଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି।”
Odia IRV 2017 (ଓଡିଆ ବାଇବେଲ)
କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಖೈ ದೊಗೆ ಜಾನಾ ನಾಜಾಲ್ಯಾರ್ ತಿಗೆಜಾನಾ ಮಾಜ್ಯಾ ನಾವಾನ್ ಗೊಳಾ ಹೊತ್ಯಾತ್, ಥೈ ತೆಂಚ್ಯಾ ವಾಂಗ್ಡಾ ಮಿಯಾಚ್ ಹಾಜರ್ ರ್‍ಹಾತಾ.” ಮನುನ್ ಸಾಂಗಟ್ಲ್ಯಾನ್.