Matthew 18:22 — Compare Translations

7 translations compared side by side

Odia - 1840
"ଯୀଶୁ କହିଲେ, ମୁଁ କହୁଛି, ତୁମ୍ଭେ ତାକୁ ନିଶ୍ଚିତ ରୂପରେ ସାତଥର ଠାରୁ ଅଧିକ ଥର କ୍ଷମା କରିବା ଉଚିତ। ଏପରିକି ଯଦି ସେ ସାତଗୁଣ ସତୁରି ଥର ପର୍ୟ୍ଯନ୍ତ ମଧ୍ଯ ତୁମ୍ଭ ପ୍ରତି ଅପରାଧ କରେ, ତବେେ ମଧ୍ଯ ତୁମ୍ଭେ କ୍ଷମା ଦବୋ ଜାରି ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କି ସାତ ଥର ପର୍ଯ୍ୟନ୍ତ? ଯୀଶୁ ତାହାକୁ କହିଲେ, ତୁମ୍ଭକୁ କେବଳ ସାତ ଥର ପର୍ଯ୍ୟନ୍ତ କହୁନାହିଁ, ମାତ୍ର ସତୁରି ଗୁଣ ସାତ ଥର ପର୍ଯ୍ୟନ୍ତ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ, “ନା-ସାତଥର ନୁହେଁ। ସାତଥର ସତୁରି ଗୁଣ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କହିଲେ, “ମୁଁ କହୁଛି, ତୁମ୍ଭେ ତାକୁ ନିଶ୍ଚିତ ରୂପରେ ସାତଥରଠାରୁ ଅଧିକ ଥର କ୍ଷମା କରିବା ଉଚିତ୍। ଏପରିକି ଯଦି ସେ ସାତଗୁଣ ସତୁରି ଥର ପର୍ଯ୍ୟନ୍ତ ମଧ୍ୟ ତୁମ୍ଭ ପ୍ରତି ଅପରାଧ କରେ, ତେବେ ମଧ୍ୟ ତୁମ୍ଭେ କ୍ଷମାଦେବା ଜାରି ରଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କି ସାତ ଥର ପର୍ଯ୍ୟନ୍ତ? ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭକୁ କେବଳ ସାତ ଥର ପର୍ଯ୍ୟନ୍ତ କହୁ ନାହିଁ,
Odia IRV 2017 (ଓଡିଆ ବାଇବେଲ)
କି ସାତ ଥର ପର୍ଯ୍ୟନ୍ତ? ଯୀଶୁ ତାହାଙ୍କୁ କହିଲେ, ତୁମ୍ଭକୁ କେବଳ ସାତ ଥର ପର୍ଯ୍ୟନ୍ତ କହୁ ନାହିଁ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್, “ಸಾತ್ ದಾ ನ್ಹಯ್, ಸಾತಾಚೆ ಸತ್ತರ್ ಪಟಿ ಮಾಪ್ ಕರುಚೆ.” ಮನುನ್ ಜಬಾಬ್ ದಿಲ್ಯಾನ್