Matthew 18:23 — Compare Translations
7 translations compared side by side
Odia - 1840
"ନିଜ ଚାକରମାନଙ୍କଠାରୁ ଉଧାର ଥିବା ଟଙ୍କାପଇସାର ଆଦାୟ ପାଇଁ ମନସ୍ଥ କରିଥିବା ଜଣେ ରାଜାଙ୍କ ସହିତ ସ୍ବର୍ଗରାଜ୍ଯର ତୁଳନା କରା ଯାଇପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ସ୍ଵର୍ଗରାଜ୍ୟ ଆପଣା ଦାସମାନଙ୍କ ସହିତ ହିସାବ କରିବାକୁ ଇଚ୍ଛୁକ ଜଣେ ରାଜାଙ୍କ ସଦୃଶ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସ୍ୱର୍ଗରାଜ୍ୟର ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। ଦିନେ ଜଣେ ରାଜା କର୍ମଚାରୀମାନଙ୍କର ହିସାବପତ୍ର ଯାଞ୍ଚ କରିବା ପାଇଁ ସ୍ଥିର କଲେ।
Odia Bible ERV 2004 (ପବିତ୍ର ବାଇବଲ)
“ନିଜ ଗ୍ଭକରମାନଙ୍କଠାରୁ ଉଧାର ଥିବା ଟଙ୍କାପଇସାର ଆଦାୟ ପାଇଁ ମନସ୍ଥ କରିଥିବା ଜଣେ ରାଜାଙ୍କ ସହିତ ସ୍ୱର୍ଗରାଜ୍ୟର ତୁଳନା କରା ଯାଇପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସତୁରି ଗୁଣ ସାତ ଥର ପର୍ଯ୍ୟନ୍ତ। ଅତଏବ, ସ୍ୱର୍ଗରାଜ୍ୟ ଆପଣା ଦାସମାନଙ୍କ ସହିତ ହିସାବ କରିବାକୁ ଇଚ୍ଛୁକ ଜଣେ ରାଜାଙ୍କ ସଦୃଶ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସତୁରି ଗୁଣ ସାତ ଥର ପର୍ଯ୍ୟନ୍ତ । ଅତଏବ, ସ୍ୱର୍ଗରାଜ୍ୟ ଆପଣା ଦାସମାନଙ୍କ ସହିତ ହିସାବ କରିବାକୁ ଇଚ୍ଛୁକ ଜଣେ ରାଜାଙ୍କ ସଦୃଶ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕಶ್ಯಾಕ್ ಸರ್ಗಾಚೊ ರಾಜ್ ಮಟ್ಲ್ಯಾರ್, ಅಶೆ ಎಗ್ದಾ ಎಕ್ ರಾಜಾ ಹೊತ್ತೊ, ತೆನಿ ಅಪ್ನಾಚ್ಯಾ ಆಳಾಂಚೊ ಲೆಕ್ಕ್ ಇಚಾರುಚೆ ಮನುನ್ ನಿರ್ದಾರ್ ಕರ್ಲ್ಯಾನ್.