Matthew 18:24 — Compare Translations
7 translations compared side by side
Odia - 1840
"ରାଜା ତାହାଙ୍କ ଟଙ୍କା ଆଦାୟ କରିବା ଆରମ୍ଭ କରି ଦେଲେ। ତାହାଙ୍କର ଜଣେ ଚ଼ାକର ଉପରେ ଦଶ ହଜାର ରେ ୗପ୍ୟମୁଦ୍ରା ବାକି ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ହିସାବ ଆରମ୍ଭ କରନ୍ତେ, ତିନି କୋଟି ଟଙ୍କା ଋଣ କରିଥିବା ଜଣେ ଦାସ ତାହାଙ୍କ ଛାମୁକୁ ଅଣାଗଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଏହି କାର୍ଯ୍ୟ ଆରମ୍ଭ କଲା ବେଳେ ଜଣେ କର୍ମଚାରୀ ଧରା ହୋଇ ତାଙ୍କ ନିକଟକୁ ଅଣାଗଲା। ସେ ତାଙ୍କଠାରୁ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ତାହାଙ୍କ ଟଙ୍କା ଆଦାୟ କରିବା ଆରମ୍ଭ କରିଦେଲେ। ତାହାଙ୍କର ଜଣେ ଗ୍ଭକର ଉପରେ ଦଶ ହଜାର ରୌପ୍ୟମୁଦ୍ରା ବାକି ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ହିସାବ ଆରମ୍ଭ କରନ୍ତେ ଦଶ ହଜାର ରୌପ୍ୟ-ମୁଦ୍ରା ଋଣ କରିଥିବା ଜଣେ ଦାସ ତାହାଙ୍କ ଛାମୁକୁ ଅଣାଗଲା।
Odia IRV 2017 (ଓଡିଆ ବାଇବେଲ)
ସେ ହିସାବ ଆରମ୍ଭ କରନ୍ତେ ତିନି କୋଟି ଟଙ୍କା ଋଣ କରିଥିବା ଜଣେ ଦାସ ତାହାଙ୍କ ଛାମୁକୁ ଅଣାଗଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಲೆಕ್ಕ್ ಕರುಕ್ ಚಾಲು ಕರಲ್ಲ್ಯಾ ತನ್ನಾ, ರಿನ್ ದಿತಲ್ಯಾತ್ಲ್ಯಾ ಎಕ್ಲ್ಯಾಕ್ ತೆಚೆಕ್ಡೆ ಘೆವ್ನ್ ಯೆಲ್ಯಾನಿ ತೆನಿ ಕರೊಡಾನಿ ರಿನ್ ಫೆಡ್ತಲೆ ಹೊತ್ತೆ.