Matthew 18:27 — Compare Translations

7 translations compared side by side

Odia - 1840
"ମାଲିକ ଏହାଶୁଣି ଚ଼ାକରଟି ପାଇଁ ଦୁଃଖ ପ୍ରକାଶ କଲେ। ତେଣୁ ସେ ଚ଼ାକରର ଋଣ ଛାଡ଼ କରିଦଇେ ତାକୁ ଛାଡ଼ି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ସେହି ଦାସର ପ୍ରଭୁ ସଦୟ ହୋଇ ତାହାକୁ ମୁକ୍ତ କରିଦେଲେ ଓ ତାହାର ଋଣ କ୍ଷମା କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ରାଜାଙ୍କ ମନରେ ଦୟା ହେଲା, ତେଣୁ ଋଣରୁ ନିଷ୍କୃତି ଦେଇ ସେ ତାକୁ ଛାଡ଼ି ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ମାଲିକ ଏହା ଶୁଣି ଗ୍ଭକରଟି ପାଇଁ ଦୁଃଖ ପ୍ରକାଶ କଲେ, ତେଣୁ ସେ ଗ୍ଭକରର ଋଣ ଛାଡ଼ କରିଦେଇ ତାକୁ ଛାଡ଼ି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ସେହି ଦାସର ପ୍ରଭୁ ଦୟା କରି ତାହାକୁ ମୁକ୍ତ କରିଦେଲେ ଓ ତାହାର ଋଣ କ୍ଷମା କଲେ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ସେହି ଦାସର ପ୍ରଭୁ ଦୟା କରି ତାହାକୁ ମୁକ୍ତ କରିଦେଲେ ଓ ତାହାର ଋଣ କ୍ଷମା କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ರಾಜಾಕ್ ತ್ಯಾ ಸೆವಕಾಚೊ ಪಾಪ್ ದಿಸ್ಲೊ. ತೆಚೆಸಾಟ್ನಿ ರಾಜಾನ್ ತೆಚೆ ಸಗ್ಳೆ ರಿನ್ ಸುಟ್ ಕರ್‍ಲ್ಯಾನ್ ಅನಿ ತೆಕಾ ಸೊಡುನ್ ದಿಲ್ಯಾನ್.