Matthew 18:28 — Compare Translations

7 translations compared side by side

Odia - 1840
"ଚ଼ାକର ବାହାରୁଥିବା ସମୟରେ ରାସ୍ତା ରେ ସେ ତା'ର ଜଣେ ସଙ୍ଗୀ ଚ଼ାକରକୁ ଦେଖିଲା। ସେ ଜଣକ ତାଠାରୁ ଶ ହେ ମୁଦ୍ରା ଋଣ କରିଥିଲା। ପ୍ରଥମେ ଚ଼ାକର ଦ୍ବିତୀୟ ଚ଼ାକରର ତଣ୍ଟି ଚ଼ିପି ଧରି କହିଲା, 'ମାେ ଠାରୁ ଯେଉଁ ଋଣ ନଇେଛୁ, ତାହାକୁ ଶୁଝି ଦେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେହି ଦାସ ବାହାରିଯାଇ ତାହାଠାରୁ ପଚାଶ ଟଙ୍କା ଋଣ କରିଥିବା ଜଣେ ସହଦାସର ଦେଖା ପାଇ ତାହାକୁ ଧରି ତାହାର ଗଳା ଚିପି କହିବାକୁ ଲାଗିଲା, ତୁ ଯାହା ଧାରୁ, ଶୁଝିଦେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଏହି ଲୋକ ଚାଲିଯିବାବେଳେ ତା’ଠାରୁ ଅଳ୍ପ କିଛି ଟଙ୍କା ଋଣ ନେଇଥିବା ତା’ର ଜଣେ ସହକର୍ମୀକୁ ଭେଟିଲା। ସେ ତା’ର ଗଳାକୁ ଧରି ପକାଇ, ତା’ର ତଣ୍ଟି ଚିପି କହିଲା, ‘ମୋ’ଠାରୁ ଋଣ ନେଇଥିôବା ଟଙ୍କା ଫେରାଇ ଦେ।’
Odia Bible ERV 2004 (ପବିତ୍ର ବାଇବଲ)
“ଗ୍ଭକର ବାହାରୁଥିବା ସମୟରେ ରାସ୍ତାରେ ସେ ତା’ର ଜଣେ ସଙ୍ଗୀ ଗ୍ଭକରକୁ ଦେଖିଲା। ସେ ଜଣକ ତା’ଠାରୁ ଶହେ ମୁଦ୍ରା ଋଣ କରିଥିଲା। ପ୍ରଥମ ଗ୍ଭକର ଦ୍ୱିତୀୟ ଗ୍ଭକରର ତଣ୍ଟି ଚିପି ଧରି କହିଲା, ‘ମୋ’ଠାରୁ ଯେଉଁ ଋଣ ନେଇଛୁ, ତାହାକୁ ଶୁଝିଦେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେହି ଦାସ ବାହାରିଯାଇ ତାହାଠାରୁ ଏକ ଶହ ଦିନର ମଜୁରୀ ସମାନ ମୂଲ୍ୟ ଋଣ କରିଥିବା ଜଣେ ସହଦାସର ଦେଖା ପାଇ ତାହାକୁ ଧରି ତାହାର ଗଳା ଚିପି କହିବାକୁ ଲାଗିଲା, ତୁ ଯାହା ଧାରୁ, ଶୁଝିଦେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେହି ଦାସ ବାହାରିଯାଇ ତାହାଠାରୁ ପଚାଶ ଟଙ୍କା ଋଣ କରିଥିବା ଜଣେ ସହଦାସର ଦେଖା ପାଇ ତାହାକୁ ଧରି ତାହାର ଗଳା ଚିପି କହିବାକୁ ଲାଗିଲା, ତୁ ଯାହା ଧାରୁ, ଶୁଝିଦେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ತೊ ಸೆವಕ್ ಭಾಯ್ರ್ ಗೆಲೊ, ಅನಿ ಜಾತಾನಾ ತೆಕಾ ತೆಚ್ಯಾ ವಾಂಗುಡ್ಚೊ ಎಕ್ ಆಳ್ ಗಾವ್ಲೊ. ತೆನಿ ತೆಕಾ ಎಕ್ ಸೆಂಬರ್ ರುಪಯ್ ರಿನ್ ದಿತಲೆ ಹೊತ್ತೆ. ತನ್ನಾ ತೆನಿ ತೆಕಾ ಧರ್‍ಲ್ಯಾನ್, ಅನಿ ತೆಚೊ ನರ್‍ಡೊ ಹಿಚ್ಕುನ್, ಮಾಜೆ ದಿತಲೆ ಹಾಯ್ ತೆ ಅತ್ತಾಚ್ ಮಾಕಾ ದಿ. ಮನುನ್ ಸಾಂಗುಕ್ ಲಾಗ್ಲೊ.