Matthew 18:29 — Compare Translations
7 translations compared side by side
Odia - 1840
"ତା'ପରେ ଦ୍ବିତୀୟ ଚ଼ାକର ତା ନିକଟରେ ଆଣ୍ଠୁମାଡ଼ି ବସି ପ୍ରାର୍ଥନା କଲା, 'ମାେ ପାଇଁ ର୍ଧୈୟ୍ଯ ଧର। ମୁଁ ଯାହା ନଇେଛି ସବୁତକ ଶୁଝି ଦବେି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ତାହାର ସହଦାସ ଭୂମିଷ୍ଠ ହୋଇ ତାହାକୁ ବିନତି କରି କହିବାକୁ ଲାଗିଲା, ଆପଣ ମୋʼ ବିଷୟରେ ଧୈର୍ଯ୍ୟଧରନ୍ତୁ, ମୁଁ ଆପଣଙ୍କୁ ପରିଶୋଧ କରିଦେବି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଦ୍ୱିତୀୟ ଲୋକଟି ତା’ ଗୋଡ଼ତଳେ ପଡ଼ି ଅନୁନୟ କରି କହିଲା, ‘ଧୈର୍ଯ୍ୟ ଧର, ତୁମର ସବୁ ଟଙ୍କା ପରିଶୋଧ କରିଦେବି।’
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ଦ୍ୱିତୀୟ ଗ୍ଭକର ତା’ ନିକଟରେ ଆଣ୍ଠୁମାଡ଼ି ବସି ପ୍ରାର୍ଥନା କଲା, ‘ମୋ’ ପାଇଁ ଧୈର୍ଯ୍ୟ ଧର। ମୁଁ ଯାହା ନେଇଛି ସବୁତକ ଶୁଝିଦେବି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ତାହାର ସହଦାସ ଭୂମିଷ୍ଠ ହୋଇ ତାହାକୁ ବିନତି କରି କହିବାକୁ ଲାଗିଲା, ‘ଆପଣ ମୋʼ ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣଙ୍କୁ ପରିଶୋଧ କରିଦେବି।’
Odia IRV 2017 (ଓଡିଆ ବାଇବେଲ)
ତେଣୁ ତାହାର ସହଦାସ ଭୂମିଷ୍ଠ ହୋଇ ତାହାକୁ ବିନତି କରି କହିବାକୁ ଲାଗିଲା, ଆପଣ ମୋ' ବିଷୟରେ ଧୈର୍ଯ୍ୟ ଧରନ୍ତୁ, ମୁଁ ଆପଣଙ୍କୁ ପରିଶୋଧ କରିଦେବି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ವಾಂಗುಡ್ಚೊ ಆಳ್ “ಮಾಕಾ ಉಲ್ಲೊಸೊ ಎಳ್ ದಿ ಮಿಯಾ ತುಜೆ ಪೈಸೆ ದಿತಾ;” ಮನುನ್ ಮಾಗುಲಾಲೊ.