Matthew 18:30 — Compare Translations
7 translations compared side by side
Odia - 1840
"କିନ୍ତୁ ପ୍ରଥମ ଚ଼ାକର ର୍ଧୈୟ୍ଯ ଧରିବାକୁ ମନା କଲା। କବଳେ ଏତିକି ନୁହେଁ, ସେ ବିଚ଼ାରପତିଙ୍କ ନିକଟକୁ ଯାଇ ଦ୍ବିତୀୟ ଚ଼ାକର ବିରୁଦ୍ଧ ରେ ଅଭିଯୋଗ ମଧ୍ଯ କଲା। ଦ୍ବିତୀୟ ଚ଼ାକରକୁ କାରାଗାରକୁ ପଠାଇ ଦିଆଗଲା। ଋଣ ପରିଶାଧେ ନ କରିବା ପର୍ୟ୍ଯନ୍ତ ତାକୁ କାରାଗାର ରେ ରହିବାକୁ ପଡ଼ିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ସମ୍ମତ ହେଲା ନାହିଁ, କିନ୍ତୁ ଯାଇ ଋଣ ପରିଶୋଧ ନ କରିବା ଯାଏ ତାହାକୁ କାରାଗାରରେ ପକାଇଦେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
“କିନ୍ତୁ ପ୍ରଥମ ଲୋକ ତା’ ଗୁହାରି ଶୁଣିଲା ନାହିଁ, ବରଂ ଋଣ ପରିଶୋଧ କରିବା ପର୍ଯ୍ୟନ୍ତ ତାକୁ ଜେଲଖାନାରେ ରଖାଇଲା।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ପ୍ରଥମ ଗ୍ଭକର ଧୈର୍ଯ୍ୟ ଧରିବାକୁ ମନାକଲା। କେବଳ ଏତିକି ନୁହେଁ, ସେ ବିଗ୍ଭରପତିଙ୍କ ନିକଟକୁ ଯାଇ ଦ୍ୱିତୀୟ ଗ୍ଭକର ବିରୁଦ୍ଧରେ ଅଭିଯୋଗ ମଧ୍ୟ କଲା। ଦ୍ୱିତୀୟ ଗ୍ଭକରକୁ କାରାଗାରକୁ ପଠାଇ ଦିଆଗଲା। ଋଣ ପରିଶୋଧ ନ କରିବା ପର୍ଯ୍ୟନ୍ତ ତାକୁ କାରାଗାରରେ ରହିବାକୁ ପଡ଼ିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ସମ୍ମତ ହେଲା ନାହିଁ, କିନ୍ତୁ ଯାଇ ଋଣ ପରିଶୋଧ ନ କରିବା ଯାଏ ତାହାକୁ କାରାଗାରରେ ପକାଇଦେଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ସମ୍ମତ ହେଲା ନାହିଁ, କିନ୍ତୁ ଯାଇ ଋଣ ପରିଶୋଧ ନ କରିବା ଯାଏ ତାହାକୁ କାରାଗାରରେ ପକାଇଦେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಾಲ್ಯಾರ್ಬಿ ತೊ ಆಯ್ಕುಕ್ ನಾ ತೆನಿ ಅಪ್ನಾಚೆ ರಿನ್ ದಿವ್ಕ್ ನಾ ಮನುನ್ ತೆಕಾ ಬಂದಿಖಾನ್ಯಾತ್ ಘಾಟ್ಲ್ಯಾನ್.