Matthew 18:31 — Compare Translations

7 translations compared side by side

Odia - 1840
"ଅନ୍ୟ ଚ଼ାକରମାନେ ଏ ସମସ୍ତ ଘଟଣା ଦେଖିଲେ, ଓ ବଡ଼ ଦୁଃଖିତ ହେଲ। ତେଣୁ ଯାହା ସବୁ ଘଟିଥିଲା, ସେ ସବୁ ସମାନେେ ସମାନଙ୍କେ ମାଲିକଙ୍କ ଆଗ ରେ ଯାଇ କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେଣୁ ତାହାର ସହଦାସମାନେ ଏହି ଘଟଣା ଦେଖି ଅତ୍ୟ; ଦୁଃଖିତ ହେଲେ ଓ ଯାଇ ସେମାନଙ୍କ ପ୍ରଭୁଙ୍କୁ ସମସ୍ତ ଘଟଣା ବର୍ଣ୍ଣନା କରି ଜଣାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏହି ଘଟଣା ଦେଖି ଅନ୍ୟ କର୍ମଚାରୀମାନେ ବଡ଼ ବିଚଳିତ ହେଲେ। ସେମାନେ ରାଜାଙ୍କ ନିକଟକୁ ଯାଇ ଯାହା ଘଟିଥିଲା, ସବୁ ଜଣାଇଲେ।।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଗ୍ଭକରମାନେ ଏ ସମସ୍ତ ଘଟଣା ଦେଖିଲେ, ଓ ବଡ଼ ଦୁଃଖିତ ହେଲେ। ତେଣୁ ଯାହାସବୁ ଘଟିଥିଲା, ସେ ସବୁ ସେମାନେ ସେମାନଙ୍କ ମାଲିକଙ୍କ ଆଗରେ ଯାଇ କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେଣୁ ତାହାର ସହଦାସମାନେ ଏହି ଘଟଣା ଦେଖି ଅତ୍ୟନ୍ତ ଦୁଃଖିତ ହେଲେ ଓ ଯାଇ ସେମାନଙ୍କ ପ୍ରଭୁଙ୍କୁ ସମସ୍ତ ଘଟଣା ବର୍ଣ୍ଣନା କରି ଜଣାଇଲେ।
Odia IRV 2017 (ଓଡିଆ ବାଇବେଲ)
ତେଣୁ ତାହାର ସହଦାସମାନେ ଏହି ଘଟଣା ଦେଖି ଅତ୍ୟନ୍ତ ଦୁଃଖିତ ହେଲେ ଓ ଯାଇ ସେମାନଙ୍କ ପ୍ରଭୁଙ୍କୁ ସମସ୍ତ ଘଟଣା ବର୍ଣ୍ଣନା କରି ଜଣାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಬಗುನ್ ಹುರಲ್ಲ್ಯಾ ಆಳಾಕ್ನಿ ಲೈ ವಾಯ್ಟ್ ದಿಸ್ಲೆ. ತೆನಿ ಜಾವ್ನ್ ಹೆ ರಾಜಾಕ್ ಸಾಂಗಟ್ಲ್ಯಾನಿ.