Matthew 18:32 — Compare Translations
7 translations compared side by side
Odia - 1840
"ତାପରେ ମାଲିକ ପ୍ରଥମ ଚ଼ାକରକୁ ଡ଼ାକି କହିଲେ, ' ରେ ଦୁଷ୍ଟ ଚ଼ାକର! ତୁ ମାଠାରୁେ ବହୁତ ଅଧିକ ଧନ ଋଣ କରିଥିଲୁ। କିନ୍ତୁ ତୁ ମାେତେ ଦୟା ଭିକ୍ଷା କରିଥିଲୁ। ଏଣୁ ତୋର ସମସ୍ତ ଋଣ ମୁଁ ଛାଡ଼ କରିଦଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ତାହାର ପ୍ରଭୁ ତାହାକୁ ପାଖକୁ ଡକାଇ କହିଲେ, ରେ ଦୁଷ୍ଟ ଦାସ, ତୁ ମୋତେ ବିନତି କରିବାରୁ ମୁଁ ତୋର ସେହି ସମସ୍ତ ଋଣ କ୍ଷମା କଲି;
Odia BSI (ପବିତ୍ର ବାଇବଲ (CL) NT (BSI))
ରାଜା ପ୍ରଥମ କର୍ମଚାରୀଙ୍କୁ ଡ଼କାଇ କହିଲେ, ‘ଆରେ ଅଯୋଗ୍ୟ ଦାସ, ତୁ ଗୁହାରି କରିବାରୁ ମୁଁ ତୋର ସବୁ ଋଣ ଛାଡ଼ କରିଦେଲି।
Odia Bible ERV 2004 (ପବିତ୍ର ବାଇବଲ)
“ତା’ପରେ ମାଲିକ ପ୍ରଥମ ଗ୍ଭକରକୁ ଡାକି କହିଲେ, ‘ରେ ଦୁଷ୍ଟ ଗ୍ଭକର! ତୁ ମୋ’ଠାରୁ ବହୁତ ଅଧିକ ଧନ ଋଣ କରିଥିଲୁ, କିନ୍ତୁ ତୁ ମୋତେ ଦୟା ଭିକ୍ଷା କରିଥିଲୁ। ଏଣୁ ତୋର ସମସ୍ତ ଋଣ ମୁଁ ଛାଡ଼ କରିଦେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ତାହାର ପ୍ରଭୁ ତାହାକୁ ପାଖକୁ ଡକାଇ କହିଲେ ‘ରେ ଦୁଷ୍ଟ ଦାସ, ତୁ ମୋତେ ବିନତି କରିବାରୁ ମୁଁ ତୋର ସେହି ସମସ୍ତ ଋଣ କ୍ଷମା କଲି;
Odia IRV 2017 (ଓଡିଆ ବାଇବେଲ)
ସେଥିରେ ତାହାର ପ୍ରଭୁ ତାହାକୁ ପାଖକୁ ଡ଼କାଇ କହିଲେ ରେ ଦୁଷ୍ଟ ଦାସ, ତୁ ମୋତେ ବିନତି କରିବାରୁ ମୁଁ ତୋର ସେହି ସମସ୍ତ ଋଣ କ୍ଷମା କଲି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ರಾಜಾನ್ ತ್ಯಾ ಆಳಾಕ್ ಬಲ್ವುಲ್ಯಾನ್ ಅನಿ,ಕಿಮ್ಮತ್ ನಸಲ್ಲ್ಯಾ ಸೆವಕಾ ತಿಯಾ ಇಚಾರಲ್ಲ್ಯಾ ಸಾಟ್ನಿ ಸಗ್ಳೆ ತುಜೆ ರಿನ್ ಮಿಯಾ ಸುಟ್ ಕರ್ಲೊ.