Matthew 18:33 — Compare Translations
7 translations compared side by side
Odia - 1840
"ମୁଁ ତୋତେ ଯେଉଁଭଳି ଦୟା ଦଖାଇେଥିଲି, ତୁ କ'ଣ ତୋର ସଙ୍ଗୀ ଚ଼ାକରକୁ ସହେିଭଳି ଦୟା ଦଖାଇେ ନଥାନ୍ତୁ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଯେରୂପେ ତୋତେ ଦୟା କଲି, ସେରୂପେ ମଧ୍ୟ ଆପଣାର ସହଦାସକୁ ଦୟା କରିବା କି ତୋର କର୍ତ୍ତବ୍ୟ ନ ଥିଲା?
Odia BSI (ପବିତ୍ର ବାଇବଲ (CL) NT (BSI))
ମୁଁ ଯେପରି ତୋ’ ପ୍ରତି ଦୟା ଦେଖାଇଲି, ତୋର ସହକର୍ମୀକୁ ମଧ୍ୟ ସେପରି ଦୟା କରିବା ତୋର ଉଚିତ୍ ଥିଲା।’
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୋତେ ଯେଉଁଭଳି ଦୟା ଦେଖାଇଥିଲି, ତୁ କ’ଣ ତୋର ସଙ୍ଗୀ ଗ୍ଭକରକୁ ସେହିଭଳି ଦୟା ଦେଖାଇ ନ ଥା’ନ୍ତୁ?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଯେରୂପେ ତୋତେ ଦୟା କଲି, ସେରୂପେ ମଧ୍ୟ ଆପଣାର ସହଦାସକୁ କ୍ଷମା କରିବା ତୋହର କର୍ତ୍ତବ୍ୟ ନ ଥିଲା?’
Odia IRV 2017 (ଓଡିଆ ବାଇବେଲ)
ମୁଁ ଯେରୂପେ ତୋତେ ଦୟା କଲି, ସେରୂପେ ମଧ୍ୟ ଆପଣାର ସହ ଦାସକୁ କ୍ଷମା କରିବା ତୋହର କର୍ତ୍ତବ୍ୟ ନ ଥିଲା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಿಯಾ ಕಶೆ ತುಜ್ಯಾ ವರ್ತಿ ದಯಾ ದಾಕ್ವುಲೊ, ತಸೆ ತಿಯಾ ತುಜ್ಯಾ ವಾಂಗುಡ್ಚ್ಯಾ ಆಳಾಕ್ ದಯಾ ದಾಕ್ವುಚೆ.