Matthew 18:35 — Compare Translations

7 translations compared side by side

Odia - 1840
" ମାରେ ସ୍ବର୍ଗୀୟ ପରମପିତା ତୁମ୍ଭକୁ ଯେ ଭଳି ବ୍ଯବହାର ଦଖାଇବେେ, ଏହି ରାଜା ଚାକରକୁ ଠିକ୍ ସହେିଭଳି ବ୍ଯବହାର ଦଖାଇେଲେ। ଅତଏବ ତୁମ୍ଭମାନେେ ନିଜ ଭାଇ ବା ଭଉଣୀକୁ ହୃଦୟରୁ କ୍ଷମା ଦବେ। ନଚତେ ମାରେ ସ୍ବର୍ଗୀୟ ପିତା ତୁମ୍ଭମାନଙ୍କୁ କ୍ଷମା ଦବେନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକି କ୍ଷମା ନ କର, ତାହାହେଲେ ମୋହର ସ୍ଵର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଦୃଷ୍ଟାନ୍ତ ଶେଷକରି କହିଲେ, “ତୁମ ବିରୁଦ୍ଧରେ ଦୋଷ କରିଥିବା ଲୋକମାନଙ୍କୁ ଆନ୍ତରିକଭାବେ ଯଦି କ୍ଷମା ନ ଦିଅ, ତେବେ ମୋ’ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ ପ୍ରତି ଏହିପରି ବ୍ୟବହାର କରିବେ।”
Odia Bible ERV 2004 (ପବିତ୍ର ବାଇବଲ)
“ମୋର ସ୍ୱର୍ଗୀୟ ପରମପିତା ତୁମ୍ଭକୁ ଯେଭଳି ବ୍ୟବହାର ଦେଖାଇବେ, ଏହି ରାଜା ଗ୍ଭକରକୁ ଠି‌କ୍‌ ସେହିଭଳି ବ୍ୟବହାର ଦେଖାଇଲେ। ଅତଏବ ତୁମ୍ଭେମାନେ ନିଜ ଭାଇ ବା ଭଉଣୀକୁ ହୃଦୟରୁ କ୍ଷମା ଦେବ। ନଚେତ ମୋର ସ୍ୱର୍ଗୀୟ ପିତା ତୁମ୍ଭମାନଙ୍କୁ କ୍ଷମା ଦେବେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକୁ କ୍ଷମା ନ କର, ତାହାହେଲେ ମୋହର ସ୍ୱର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକୁ କ୍ଷମା ନ କର, ତାହାହେଲେ ମୋହର ସ୍ୱର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತಸೆಚ್ ತುಮಿಬಿ ತುಮ್ಚ್ಯಾ ಭಾವಾಕ್ ತುಮ್ಚ್ಯಾ ಮನಾತ್ನಾ ಮಾಪ್ ಕರಿನಸ್ಲ್ಯಾರ್, ಸರ್‍ಗಾ ವೈಲೊ ಮಾಜೊ ಬಾಬಾಬಿ ತುಮ್ಕಾ ಮಾಪ್ ಕರಿನಾ. ಮನುನ್ ಕಾನಿ ಮುಗಸ್ಲ್ಯಾನ್.