Matthew 18:4 — Compare Translations

7 translations compared side by side

Odia - 1840
"ଯେଉଁ ଲୋକ ନିଜକୁ ଗୋଟିଏ େଛାଟ ପିଲା ଭଳି ନମ୍ର କରିଥାଏ, ସହେି ଲୋକ ସ୍ବର୍ଗରାଜ୍ଯ ରେ ସବୁଠାରୁ ଶ୍ ରେଷ୍ଠ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅତଏବ, ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ଵର୍ଗରାଜ୍ୟରେ ଶ୍ରେଷ୍ଠ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେ ନିଜକୁ ନମ୍ର କରି ଏହି ଶିଶୁ ପରି ହେବ, ସେ ସ୍ୱର୍ଗରାଜ୍ୟରେ ସବୁଠାରୁ ବଡ଼,
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ନିଜକୁ ଗୋଟିଏ ଛୋଟ ପିଲା ଭଳି ନମ୍ର କରିଥାଏ, ସେହି ଲୋକ ସ୍ୱର୍ଗରାଜ୍ୟରେ ସବୁଠାରୁ ଶ୍ରେଷ୍ଠ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ।
Odia IRV 2017 (ଓଡିଆ ବାଇବେଲ)
ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೊ ಕೊನ್ ಅಪ್ನಾಕುಚ್ ಎಕ್ ಬಾರಿಕ್ ಪೊರಾ ಸರ್ಕೆ ಖಾಲ್ತಿ ಕರ್‍ತಾ, ತೊ ಸರ್‍ಗಾಚ್ಯಾ ರಾಜಾತ್‍ ಲೈ ಮೊಟೊ.