Matthew 18:5 — Compare Translations
7 translations compared side by side
Odia - 1840
" ଯେଉଁଲୋକ ମାେ ନାମ ରେ ଏହିଭଳି ଗୋଟିଏ େଛାଟ ପିଲାକୁ ଗ୍ରହଣ କରେ, ସେ ମାେତେ ଗ୍ରହଣ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେ କେହି ମୋʼ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଏବଂ କେହି ମୋ’ ନାମରେ ଏହିପରି ଗୋଟିଏ ଶିଶୁକୁ ଗ୍ରହଣ କରେ, ସେ ମୋତେ ମଧ୍ୟ ଗ୍ରହଣ କରେ।
Odia Bible ERV 2004 (ପବିତ୍ର ବାଇବଲ)
“ଯେଉଁ ଲୋକ ମୋ’ ନାମରେ ଏହିଭଳି ଗୋଟିଏ ଛୋଟ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେ କେହି ମୋ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ;
Odia IRV 2017 (ଓଡିଆ ବାଇବେଲ)
ଆଉ ଯେ କେହି ମୋ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಅಸ್ಲ್ಯಾ ಎಕ್ ಬಾರಿಕ್ ಪೊರಾಕ್ ಮಾಜ್ಯಾ ನಾವಾನ್ ಜೆ ಕೊನ್ ಸ್ವಿಕಾರ್ ಕರ್ತಾ, ತೊ ಮಾಕಾಚ್ ಸ್ವಿಕಾರ್ ಕರ್ತಾ.”