Matthew 18:6 — Compare Translations

7 translations compared side by side

Odia - 1840
"କିନ୍ତୁ ମାଠାେ ରେ ବିଶ୍ବାସ ରଖିଥିବା ଏହି ନମ୍ର େଛାଟ ପିଲାମାନଙ୍କ ମଧ୍ଯରୁ କାହାରିକୁ ପାପ ପଥରେ ଯଦି କହେି ଟାଣିନିଏ, ତାହା ହେଲେ ସହେି ଲୋକର ବକରେେ ଗୋଟିଏ ଚକି ପଥର ବାନ୍ଧି ଗଭୀର ସମୁଦ୍ର ରେ ତାକୁ ବୁଡ଼ଇେ ଦିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେ କେହି ମୋʼଠାରେ ବିଶ୍ଵାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରର ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ହିତକର ହୋଇଥାଆନ୍ତା ।
Odia BSI (ପବିତ୍ର ବାଇବଲ (CL) NT (BSI))
“ମୋ’ଠାରେ ବିଶ୍ୱାସ କରୁଥିବା ଏହି ଶିଶୁମାନଙ୍କ ମଧ୍ୟରୁ ଜଣକର ବିଶ୍ୱାସରେ ଯେ କେହି ବିଘ୍ନ ଘଟାଏ, ତା' ବେକରେ ଗୋଟିଏ ଚକି ପଥର ବାନ୍ଧି ତାକୁ ସମୁଦ୍ରରେ ପକାଇ ଦେବା ଶ୍ରେୟସ୍କର ହେବ।
Odia Bible ERV 2004 (ପବିତ୍ର ବାଇବଲ)
ପାପର କାରଣ ବିଷୟରେ ସତର୍କ କଲେ “କିନ୍ତୁ ମୋ’ଠାରେ ବିଶ୍ୱାସ ରଖିଥିବା ଏହି ନମ୍ର ଛୋଟ ପିଲାମାନଙ୍କ ମଧ୍ୟରୁ କାହାରିକୁ ପାପ ପଥରେ ଯଦି କେହି ଟାଣିନିଏ, ତାହାହେଲେ ସେହି ଲୋକର ବେକରେ ଗୋଟିଏ ଚକି ପଥର ବାନ୍ଧି ଗଭୀର ସମୁଦ୍ରରେ ତାକୁ ବୁଡ଼େଇ ଦିଆଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେ କେହି ମୋʼଠାରେ ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରରେ ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେ କେହି ମୋଠାରେ ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ, ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରରେ ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಜರ್ ತರ್ ಕೊನ್ಬಿ ಎಕ್ಲೊ, ಹ್ಯಾ ಬಾರಿಕ್ಲ್ಯಾ ಲೊಕಾನಿತ್ಲ್ಯಾ ಎಕ್ಲ್ಯಾಕ್ ಸೈತ್ ಮಾಜೆ ವೈಲೊ ವಿಶ್ವಾಸ್ ಕಳ್ದುನ್ ಘೆಯ್‍ ಸರ್ಕೆ ಕರುಕ್ ಕಾರನ್ ಹೊತಾ, ತ್ಯಾ ಮಾನ್ಸಾನ್ ಅಪ್ನಾಚ್ಯಾ ಗಳ್ಯಾತ್ ಎಕ್ ಮೊಟೊ ಜಾತ್ಯಾಚೊ ಗುಂಡೊ ಭಾಂದುನ್ ಘೆವ್ನ್ ಖೊಲ್ ಹೊತ್ತ್ಯಾ ಸಮುಂದರಾತ್ ಹುಡಿ ಮಾರುನ್ ಬುಡಲ್ಲೆ ಬರೆ.